ଶ୍ରୀମନ୍ଦିର ସୁରକ୍ଷା ପାଇଁ ସ୍ୱତନ୍ତ୍ର ବାଟାଲିୟନ ନିୟୋଜିତ କରାଯିବ : ପୋଲିସ ଡିଜି ୱାଇବି ଖୁରାନିଆ
ପୁରୀ : ପୁରୀ ଶ୍ରୀମନ୍ଦିର ସୁରକ୍ଷା ପାଇଁ ସ୍ୱତନ୍ତ୍ର ବାଟାଲିୟନ ନିୟୋଜିତ କରାଯିବ । ଶ୍ରୀମନ୍ଦିର ଓ ଭକ୍ତଙ୍କ ସୁରକ୍ଷାକୁ ପ୍ରାଥମିକତା ଦିଆଯିବ l ଏହା କହିଛନ୍ତି ପୋଲିସ ଡିଜି ୱାଇବି ଖୁରାନିଆ । ଡିଜିପି ଭାବେ ଦାୟିତ୍ବ ଗ୍ରହଣ କରିବା ପରେ ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ…