Browsing Tag

new positive case

ରାଜ୍ଯରେ ରେକର୍ଡ ଭାଙ୍ଗିବାରେ ଲାଗିଛି କରୋନା, ଆଜି ସର୍ବାଧିକ ୫୭୭ ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର: ରାଜ୍ଯରେ ଆଜି ସର୍ବାଧିକ ୫୭୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।ଏମାନଙ୍କ ଭିତରୁ ୪୧୬ଜଣ କ୍ବାରେଣ୍ଟାଇନ୍ ସେଣ୍ଟରୁ ଚିହ୍ନଟ ଏବଂ ୧୬୧ଜଣ ଲୋକାଲ୍ କେସରୁ ଚିହ୍ନଟ ହୋଇଛନ୍ତି । ୨୨ଟି ଜିଲ୍ଲାରୁ ଏହି ସମସ୍ତ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡିଛି। ଏହାକୁ ମିଶାଇ ରାଜ୍ଯରେ…

ରାଜ୍ଯରେ ଛଅ ହଜାର ଟପିଲା ସଂକ୍ରମିତଙ୍କ ସଂଖ୍ଯା, ଆଜି ପୁଣି ୨୧୮ ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର: ରାଜ୍ଯରେ ପୁଣି ୨୧୮ ପଜିଟିଭ୍ ଚିହ୍ନଟ । ୨୧ ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି ଏହି ୨୮୨ ପଜିଟିଭ୍ । ଏମାନଙ୍କ ଭିତରୁ ୧୯୮ ଜଣ କ୍ୱାରେଣ୍ଟିନ୍ ସେଣ୍ଟରରୁ ଚିହ୍ନଟ ହୋଇଥିବାବେଳେ, ୨୦ ଲୋକାଲ୍ କେସ୍ ।  ତେବେ ଏହାକୁ ମିଶାଇ ରାଜ୍ଯରେ ମୋଟ ସଂକ୍ରମିତଙ୍କ ସଂଖ୍ଯା ୬୧୮୦ ରେ ପହଁଚିଛି ।…

ବରଗଡ଼ ଜିଲ୍ଲାରେ ପୁଣି ଜଣେ କରୋନା ଆକ୍ରାନ୍ତ ଚିହ୍ନଟ, ଟ୍ବିଟ୍ କରି ଜିଲ୍ଲାପାଳଙ୍କ ସୂଚନା

ବରଗଡ଼: ବରଗଡ଼ ଜିଲ୍ଲାରେ ପୁଣି ଜଣେ କରୋନା ଆକ୍ରାନ୍ତ ଚିହ୍ନଟ। ଏନେଇ ବରଗଡ଼ ଜିଲ୍ଲାପାଳ ଟ୍ବିଟ୍ କରି ସୂଚନା ଦେଇଛନ୍ତି। ଖବର ମୁତାବକ ଆକ୍ରାନ୍ତଙ୍କ ଘର ବରଗଡ଼ ଜିଲ୍ଲା ବରପାଲି ବ୍ଲକ ଅନ୍ତର୍ଗତ ବାରଗୁଡ଼ା ପଞ୍ଚାୟତର ହଳଦୀପାଲି ଗ୍ରାମରେ ବୋଲି ଜଣାପଡିଛି। ଆକ୍ରାନ୍ତ ଜଣଙ୍କ ୪୦ ବର୍ଷ ବୟୀୟ…