ବରଗଡ଼ ଜିଲ୍ଲାରେ ପୁଣି ଜଣେ କରୋନା ଆକ୍ରାନ୍ତ ଚିହ୍ନଟ, ଟ୍ବିଟ୍ କରି ଜିଲ୍ଲାପାଳଙ୍କ ସୂଚନା
ବରଗଡ଼: ବରଗଡ଼ ଜିଲ୍ଲାରେ ପୁଣି ଜଣେ କରୋନା ଆକ୍ରାନ୍ତ ଚିହ୍ନଟ। ଏନେଇ ବରଗଡ଼ ଜିଲ୍ଲାପାଳ ଟ୍ବିଟ୍ କରି ସୂଚନା ଦେଇଛନ୍ତି। ଖବର ମୁତାବକ ଆକ୍ରାନ୍ତଙ୍କ ଘର ବରଗଡ଼ ଜିଲ୍ଲା ବରପାଲି ବ୍ଲକ ଅନ୍ତର୍ଗତ ବାରଗୁଡ଼ା ପଞ୍ଚାୟତର ହଳଦୀପାଲି ଗ୍ରାମରେ ବୋଲି ଜଣାପଡିଛି। ଆକ୍ରାନ୍ତ ଜଣଙ୍କ ୪୦ ବର୍ଷ ବୟୀୟ…