VLTD ଓ ପ୍ୟାନିକ୍ ବଟନ୍ ନଥିଲେ ରାସ୍ତାରେ ଚାଲି ପାରିବନି ଗାଡି, ଆସନ୍ତା ଅକ୍ଟୋବରରୁ ଲାଗୁ ହେଲା ନିୟମ
କଡାକଡି ହେବ ସେଣ୍ଟ୍ରାଲ ମୋଟର ଭେଇକିଲ ରୁଲ । ପରିବହନ ଗାଡିରେ ଲାଗିବ VLTD (ଭେଇକିଲ ଲୋକେସନ ଟ୍ରାକିଂ ସିଷ୍ଟମ୍) ଓ ପ୍ୟାନିକ ବଟନ୍ । ଚାରି ଚାରି ଥର ଡେଡ୍ ଲାଇନ୍ ଘୁଞ୍ଚିବା ପରେ ଭେଇକିଲ୍ ଲୋକେସନ ଟ୍ରାକିଂ ଡିଭାଇସ୍- ଭିଏଲଟିଡି ଓ ପାନିକ ବଟନ୍ ଲଗାଇବାର ବିଜ୍ଞପ୍ତି ପ୍ରକାଶ କରିଛନ୍ତି…