Browsing Tag

new year wishes

ନୂଆବର୍ଷ ଉପଲକ୍ଷେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ଭୁବନେଶ୍ୱର : ନୂଆବର୍ଷ ପାଇଁ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଏନେଇ ସେ ସୋସିଆଲ୍ ମିଡିଆ ‘ଏକ୍ସ’ରେ ଲେଖିଛନ୍ତି, ‘ ନବବର୍ଷ ସମସ୍ତଙ୍କ ମନରେ ସୁଖ, ଆନନ୍ଦ ଓ ସମୃଦ୍ଧି ଭରିଦେଉ । ରାଜ୍ୟବାସୀଙ୍କୁ ଶୁଭ କାମନା ଜଣାଇବା ସହ ଏକ ସମୃଦ୍ଧ ଏବଂ…