ନିଆଳିରେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ: ୨ ଗୁରୁତର, ୩ ଆହତ
ନିଆଳି (କେନ୍ୟୁଜ): କଟକ ଜିଲ୍ଲା ନିଆଳି ଥାନା ସରାକୋର ଗାଁରେ ଗୋଷ୍ଠୀ ସଂଘର୍ଷ । ଫଳରେ ଏଥିରେ ଦୁଇ ଗୁରୁତର ହୋଇଥିବା ବେଳେ ତିନି ଜଣ ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି ।
ଖବର ଅନୁଯାୟୀ, ଦୀର୍ଘ ଦିନ ଧରି ସରକୋରା ଗାଁର ଦୁଇ ଗୋଷ୍ଠୀଙ୍କ ମଧ୍ୟରେ…