ଅଭିନେତ୍ରୀ ନିକିତା ହତ୍ୟା ମାମଲା : ଲିପନଙ୍କୁ ଆଜୀବନ କାରାଦଣ୍ଡାଦେଶ ସହିତ ୨୦ ହଜାର ଟଙ୍କା ଜରିମାନା ଦେବାକୁ…
ଭୁବନେଶ୍ବର: ୭ ବର୍ଷ ପରେ ଆସିଲା ରାୟ। ଓଡ଼ିଆ ସିନେ ଅଭିନେତ୍ରୀ ନିକିତା ହତ୍ୟା ମାମଲାରେ ସ୍ବାମୀ ଲିପନଙ୍କୁ ଆଜୀବନ କାରାଦଣ୍ଡାଦେଶ । ଏଥିସହ ୨୦ ହଜାର ଟଙ୍କା ଜରିମାନା ଦେବାକୁ ନିର୍ଦ୍ଦେଶ । ନିକିତାଙ୍କ ଶାଶୂ କୁନ୍ତଳା ସାହୁ ଓ ଶ୍ୱଶୁର ଲିଙ୍ଗରାଜ ସାହୁଙ୍କୁ ଦୋଷମୁକ୍ତ କରିଛନ୍ତି କୋର୍ଟ।…