ପୁରୀ ଶ୍ରୀମନ୍ଦିରରେ ମହାପ୍ରସାଦର ହେବ ମାନ ଯାଞ୍ଚ, ନିଯୁକ୍ତି ହେବେ ଫୁଡ ଇନ୍ସପେକ୍ଟର
ପୁରୀ: ପୁରୀ ଶ୍ରୀମନ୍ଦିରରେ ମହାପ୍ରସାଦ ମାନ ଯାଞ୍ଚ କରାଯିବ । ମାନ ଯାଞ୍ଚ ପାଇଁ ଫୁଡ ଇନ୍ସପେକ୍ଟର ନିଯୁକ୍ତି ହେବେ । ଫୁଡ ଇନ୍ସପେକ୍ଟର ନିଯୁକ୍ତି ପାଇଁ ସ୍ଵାସ୍ଥ୍ୟ ବିଭାଗ ସହ ଆଲୋଚନା ସରିଛି। ଅବଢ଼ା ସହ ଘିଅର ମଧ୍ୟ ମାନ ଯାଞ୍ଚ କରାଯିବ ବୋଲି କହିଛନ୍ତି ଆଇନ ମନ୍ତ୍ରୀ ପୃଥ୍ଵୀରାଜ ହରିଚନ୍ଦନ…