Browsing Tag

Nippon plant

କେନ୍ଦ୍ରାପଡ଼ାରେ ନିପନ ଷ୍ଟିଲ ପ୍ଲାଣ୍ଟ ପ୍ରତିଷ୍ଠା, ଡିସେମ୍ବରରେ ଜନଶୁଣାଣି ପ୍ରକ୍ରିୟା

କେନ୍ଦ୍ରାପଡ଼ାରେ ଆର୍ସେଲର ମିତ୍ତଲ ନିପନ ଷ୍ଟିଲ ପ୍ଲାଣ୍ଟ ପ୍ରତିଷ୍ଠା ନେଇ ଆଉ ପାଦେ ଆଗକୁ ବଢିଲେ ରାଜ୍ୟ ସରକାର। ଡିସେମ୍ବର ମାସରେ ହେବ ଜନଶୁଣାଣି ପ୍ରକ୍ରିୟା । ଡିସେମ୍ବର ଶେଷ କିମ୍ବା ଜାନୁଆରୀ ସୁଦ୍ଧା ମିଳିବ ପରିବେଶ ଅନୁମତି । ପରିବେଶ ମଞ୍ଜୁରୀ ପ୍ରକ୍ରିୟା ପାଇଁ ଲାଗେ ୬ ମାସରୁ ୮ ମାସ…

ଜାପାନ ଗସ୍ତର ତୃତୀୟ ଦିନରେ ନିପ୍ପନ ପ୍ଲାଣ୍ଟରେ ନବୀନ, ଓ୍ବାର୍କସ ସେଣ୍ଟର ବୁଲିଲେ ରାଜ୍ୟ ସରକାରଙ୍କ ପ୍ରତିନିଧି ଦଳ

(କେନ୍ୟୁଜ): ଜାପାନ ଗସ୍ତର ତୃତୀୟ ଦିନରେ ନିପ୍ପନ ଷ୍ଟିଲ ପ୍ଲାଣ୍ଟ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ତାଙ୍କ ସହ ପ୍ଲାଣ୍ଟ ବୁଲି ଦେଖିଛି ରାଜ୍ୟ ସରକାରଙ୍କ ପ୍ରତିନିଧି ଦଳ । ସେମାନେ କିମିସ୍ତୁ ଷ୍ଟିଲ୍‌ ଓ୍ଵାର୍କ ପ୍ଲାଣ୍ଟ ଓ ରିସର୍ଚ୍ଚ ଆଣ୍ଡ ଡେଭଲପମେଣ୍ଟ ସେଣ୍ଟର ପରିଦର୍ଶନ…