ପ୍ରତିଷ୍ଠିତ ପରିବାରରେ ଜନ୍ମ ଗ୍ରହଣ କରିଥିଲେ ନିରଞ୍ଜନ ରଥ, ବାପା ମାଆଙ୍କର ଥିଲେ ପଞ୍ଚମ ସନ୍ତାନ
କଟକ: ନିରଞ୍ଜନ ରଥଙ୍କ ପରଲୋକ । ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି ଲୋକସେବକ ମଣ୍ଡଳର ରାଷ୍ଟ୍ରୀୟ ସମ୍ପାଦକ ନିରଞ୍ଜନ ରଥ । ଗତକାଲି ରାତି ୧୧ଟାରେ କଟକର ଏକ ଘରୋଇ ହସ୍ପିଟାଲରେ ଦେହାନ୍ତ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୭୮ ବର୍ଷ ବୟସ ହୋଇଥିଲା । ଚାରିଦିନ ତଳେ ଭୀଷଣ ଜ୍ୱର, କଫ ଓ ବିଭିନ୍ନ…