Browsing Tag

nirbhaya cse

ନିର୍ଭୟା ମାମଲା : ଅନ୍ୟତମ ଦୋଷୀ ମୁକେଶର ଆବେଦେନ ଉପରେ ଆଜି ହେବ ଶୁଣାଣି

ନୂଆଦିଲ୍ଲୀ : ନିର୍ଭୟା କାଣ୍ଡର ଅନ୍ୟତମ ଦୋଷୀ ମୁକେଶର ଆବେଦନ ଉପରେ ଆଜି ସୁପ୍ରିମ୍‌ କୋର୍ଟ ଶୁଣାଣି କରିବେ । ଫେବ୍ରୁଆରୀ ୧ ତାରିଖରେ ଫାଶୀ ପାଇବାକୁ ଥିବା ମୁକେଶର ରାଜକ୍ଷମାକୁ ରାଷ୍ଟ୍ରପତି ଅଗ୍ରାହ୍ୟ କରିଦେବା ପରେ ଏହାକୁ ଚ୍ୟାଲେଞ୍ଜ କରି ସେ ସବର୍ବୋଚ୍ଚ ନ୍ୟାୟାଳୟଙ୍କ ଦ୍ୱାରସ୍ଥ ହୋଇଛି…