ଆଜି ନୀତି ଆୟୋଗ କାଉନସିଲ ବୈଠକ: ସାମିଲ ହେବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
ଆଜି ନୀତି ଆୟୋଗ ଦଶମ ଗଭର୍ଣ୍ଣିଂ କାଉନସିଲ ବୈଠକ । ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ବୈଠକରେ ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀ, କେନ୍ଦ୍ର ଶାସିତ ଅଞ୍ଚଳର ଉପରାଜ୍ୟପାଳ ଓ କିଛି ବରିଷ୍ଠ ମନ୍ତ୍ରୀ ଯୋଗ ଦେବେ । ଚଳିତ ବର୍ଷର ଥିମ ରହିଛି ‘ ବିକଶିତ ଭାରତ ପାଇଁ ବିକଶିତ ରାଜ୍ୟ ।…