Odisha News
.
Browsing Tag

niti ayog

ଦିଲ୍ଲୀରେ ନୀତି ଆୟୋଗ ଗଭର୍ଣ୍ଣିଂ କାଉନସିଲ ବୈଠକ : ଯୋଗଦେଇଛନ୍ତି ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ : ଦିଲ୍ଲୀରେ ନୀତି ଆୟୋଗର ଗଭର୍ଣ୍ଣିଂ କାଉନସିଲ ବୈଠକ । ରାଷ୍ଟ୍ରପତି ଭବନରେ ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବୈଠକ ବସିଛି। ଏଥିରେ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀ ଯୋଗଦେଇଛନ୍ତି। କିନ୍ତୁ ନବୀନ ପଟ୍ଟନାୟକ ବୈଠକରେ ଯୋଗ ଦେଇନାହାଁନ୍ତି। ନୀତି ଆୟୋଗ ବୈଠକର ଏଜେଣ୍ଡାରେ ରହିଛି,…