ଉନ୍ନତ ଛାତ୍ର ସହାୟତା ସେବା ନିମନ୍ତେ କିଟ୍କୁ ମିଳିଲା ସମ୍ମାନଜନକ ଫିକି ଉଚ୍ଚଶିକ୍ଷା ଉତ୍କର୍ଷ ପୁରସ୍କାର, ପ୍ରଦାନ…
ଭୁବନେଶ୍ୱର: ଉତ୍ତମ ଷ୍ଟୁଡେଣ୍ଟ ସପୋର୍ଟ ସର୍ଭିସ ତଥା ଆର୍ଥିକ ସ୍ଥିରତା ଏବଂ ଛାତ୍ର ପ୍ରବେଶାଧିକାର ଉତ୍କର୍ଷତା' ବର୍ଗରେ କିଟ୍ ବିଶ୍ୱବିଦ୍ୟାଳୟକୁ ପ୍ରତିଷ୍ଠିତ ଏଫ୍ଆଇସିସିଆଇ (ଫିକି) ଉଚ୍ଚ ଶିକ୍ଷା ଉତ୍କର୍ଷତା ପୁରସ୍କାର ପ୍ରଦାନ କରାଯାଇଛି । ନୂଆଦିଲ୍ଲୀଠାରେ ଫିକି ଦ୍ୱାରା ଆୟୋଜିତ ଏକ…