Browsing Tag

nomination

ବିଜେଡି ସଭାପତି ପଦ ପାଇଁ ଆଜି ନାମାଙ୍କନ ଭରିବେ ନବୀନ, ଏପ୍ରିଲ ୧୯ରେ ହେବ ନାଁ ଘୋଷଣା

ଭୁବନେଶ୍ୱର : ପୁଣି ଥରେ ବିଜେଡିର ମଙ୍ଗ ଧରିବେ ନବୀନ । ବିଜେଡି ସଭାପତି ପଦ ପାଇଁ ଆଜି ନାମାଙ୍କନ ଦାଖଲ କରିବେ ନବୀନ ପଟ୍ଟନାୟକ । ନବମ ଥର ପାଇଁ ବିଜେଡି ସଭାପତି ନିର୍ବାଚିତ ହେବା ଏକପ୍ରକାର ନିଶ୍ଚିତ । ଏବେ ବିଜେଡିର ସାଙ୍ଗଠନିକ ନିର୍ବାଚନ ପ୍ରକ୍ରିୟା ଶେଷ ପର୍ଯ୍ୟାୟରେ ପହଞ୍ଚିଛି ।…

ପ୍ରାର୍ଥୀପତ୍ର ପ୍ରତ୍ୟାହାର କଲେ ଜଗନ୍ନାଥ ପ୍ରଧାନ, କହିଲେ- ନାମାଙ୍କନ ଦଳର ଆଭ୍ୟନ୍ତରୀଣ ନିଷ୍ପତ୍ତି ଥିଲା

ଭୁବନେଶ୍ୱର: ଜଗା ଓହରିଲେ, ମମତା ରହିଲେ ।  ପ୍ରାର୍ଥୀପତ୍ର ପ୍ରତ୍ୟାହାର କରିଛନ୍ତି ଜଗନ୍ନାଥ ପ୍ରଧାନ । ଗତ ୨୧ ତାରିଖରେ ରାଜ୍ୟସଭା ପାଇଁ ପ୍ରାର୍ଥୀପତ୍ର ଦାଖଲ କରିଥିଲେ । ବିଜେପି ପ୍ରାର୍ଥୀ ମମତା ମହାନ୍ତ ନାମାଙ୍କନ ଦାଖଲ କରିବା ପରେ ଜଗନ୍ନାଥ ମଧ୍ୟ ନାମାଙ୍କନ ଦାଖଲ କରିଥିଲେ। ଯାହାକି…

ବାଚସ୍ପତି ପାଇଁ ସୁରମା ପାଢ଼ୀଙ୍କ ନାଁ ଘୋଷଣା କଲା ବିଜେପି, ଦାଖଲ କଲେ ନାମାଙ୍କନ

ଭୁବନେଶ୍ୱର (କେନ୍ୟୁଜ): ସୁରମା ପାଢୀ ବିଜେପିର ବାଚସ୍ପତି ପ୍ରାର୍ଥୀ ।  ବିଜେପି ବିଧାୟକ ଦଳ ବୈଠକ ପରେ ତାଙ୍କ ନାଁ ଘୋଷଣା ହୋଇଛି ।  ବାଚସ୍ପତି ପଦ ପାଇଁ ନାମାଙ୍କନ ଦାଖଲ କରିଛନ୍ତି। ବିଜେପି ବିଧାୟକ ଦଳ ବୈଠକରେ ତାଙ୍କ ନାଁ ଉପରେ ମୋହର ବାଜିଥିଲା ।  ପରେ ବିଧାନସଭା ସଚ୍ଚିବାଳୟରେ ସେ…

ଗଧ ଉପରେ ବସି ଭିକ୍ଷା କରୁଛନ୍ତି ଭୋଟ୍‌, ଭିଡିଓ ହେଉଛି ଭାଇରାଲ୍‌

ବର୍ତ୍ତମାନ ସବୁଠି ନିର୍ବାଚନର କ୍ରେଜ୍‌ । ଏଭଳି ପରିସ୍ଥିତିରେ ନେତାମାନେ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ନାମାଙ୍କନ ଦାଖଲ କରିବାରେ ବ୍ୟସ୍ତ ଅଛନ୍ତି । କେହି କେହି ଫର୍ଚ୍ୟୁନର କାର୍‌ରେ ଆସି ନାମାଙ୍କନ କାର୍ଯ୍ୟାଳୟରେ ପହଞ୍ଚୁଛନ୍ତି କିଏ କିଏ ବିଶାଳ ରାଲି କରି ନାମାଙ୍କନ ଦାଖଲ…

ଓଡ଼ିଶାରେ ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ନାମାଙ୍କନ ଦାଖଲର ଶେଷ ଦିନ

ଭୁବନେଶ୍ୱର (କେନ୍ୟୁଜ):  ଓଡ଼ିଶାରେ ୪ର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ନାମାଙ୍କନ ଦାଖଲର ଶେଷ ଦିନ । ଶେଷ ଦିନରେ ନୋମିନେସନ ଫାଇଲ କରିବେ ବହୁ ହେଭିୱେଟ ନେତା ।  ଆସନ୍ତାକାଲି ଯାଂଚ ଏବଂ ନାମାଙ୍କନ ପ୍ରତ୍ୟାହାରର ଶେଷ ତାରିଖ ରହିଛି ମେ' ୧୭ ।  ଜୁନ ୧ ତାରିଖରେ ହେବ ଚତୁର୍ଥ ପର୍ଯ୍ୟାୟ…

ରାହୁଲ ଗାନ୍ଧି ରାୟବରେଲିରୁ ଭରିଲେ ନାମାଙ୍କନ, ସାଥୀରେ ଥିଲେ ମା’ ସୋନିଆ ଗାନ୍ଧି ଓ ମଲ୍ଲିକାର୍ଜୁନ ଖଡ଼ଗେ

କଂଗ୍ରେସ ନେତା ରାହୁଲ ଗାନ୍ଧି ଉତ୍ତର ପ୍ରଦେଶର ରାୟବରେଲି ଲୋକସଭା ଆସନରୁ ନାମାଙ୍କନପତ୍ର ଦାଖଲ କରିଛନ୍ତି । ଏହି ସମୟରେ ତାଙ୍କ ସହିତ ଥିଲେ ମା’ ସୋନିଆ ଗାନ୍ଧି ଓ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ଼ଗେ । କଂଗ୍ରେସ ହଠାତ୍ ରାହୁଲ ଗାନ୍ଧିଙ୍କୁ ରାୟବରେଲି ଆସନ ପାଇଁ ପ୍ରାର୍ଥୀ କରିଥିବାରୁ…

କନ୍ଧମାଳରୁ ନାମାଙ୍କନ ଭରିଲେ ଡ.ଅଚ୍ୟୁତ ସାମନ୍ତ, ଦ୍ବିତୀୟ ଥର ପାଇଁ ସାଂସଦ ପ୍ରାର୍ଥୀ ଭାବେ ଲଢ଼ିବେ ନିର୍ବାଚନ

କନ୍ଧମାଳ (କେନ୍ୟୁଜ): କନ୍ଧମାଳରୁ ନାମାଙ୍କନ ଦାଖଲ କଲେ BJD ଲୋକସଭା ପ୍ରାର୍ଥୀ ଡ.ଅଚ୍ୟୁତ ସାମନ୍ତ ।  ଫୁଲବାଣୀ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚି ନାମାଙ୍କନ ଦାଖଲ କରିଛନ୍ତି ।  ଫୁଲବାଣୀ ଦଧିବାମନ ମନ୍ଦିରରେ ପୂଜାର୍ଚ୍ଚନା ପରେ ହଜାର ହଜାର ସମର୍ଥକଙ୍କ ସହ ନାମାଙ୍କନ ପାଇଁ…

କଣ୍ଟାବାଞ୍ଜି ଆସନ ପାଇଁ ନାମାଙ୍କନପତ୍ର ଦାଖଲ କଲେ ନବୀନ ପଟ୍ଟନାୟକ

କଣ୍ଟାବାଞ୍ଜି (କେନ୍ୟୁଜ): କଣ୍ଟାବାଞ୍ଜି ଆସନ ପାଇଁ ନାମାଙ୍କନପତ୍ର ଦାଖଲ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଟିଟିଲାଗଡ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚି ନାମାଙ୍କନପତ୍ର ଦାଖଲ କରିଛନ୍ତି ନବୀନ । ତୁଷୁରା ଏୟାରଷ୍ଟ୍ରିପରେ ପହଞ୍ଚିବା ପରେ ସେଠାରୁ ଟିଟିଲାଗଡ଼ ସିଟି ସ୍କୁଲ ପଡିଆ…

ଆଜି ନାମାଙ୍କନ ଦାଖଲ କରିବେ ମୁଖ୍ୟମନ୍ତ୍ରୀ, ଷଷ୍ଠ ଥର ପାଇଁ ହିଞ୍ଜିଳି ଆସନରୁ ଲଢ଼ିବେ

ଭୁବନେଶ୍ୱର (କେନ୍ୟୁଜ): ଆଜି ନାମାଙ୍କନ ଦାଖଲ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।  ହିଞ୍ଜିଳି ଆସନରୁ ପ୍ରାର୍ଥୀ ହୋଇଛନ୍ତି ବିଜେଡିର ୧ ନମ୍ବର ଷ୍ଟାର ପ୍ରଚାରକ ନବୀନ ପଟ୍ଟନାୟକ । ଷଷ୍ଠ ଥର ପାଇଁ ଏହି ଆସନରୁ ନିର୍ବାଚନ ଲଢୁଛନ୍ତି ବିଜେଡି ସୁପ୍ରିମୋ । ହିଞ୍ଜିଳି ଆସନ ପାଇଁ ନବୀନ…

ଓଡ଼ିଶାରେ ତୃତୀୟ ପର୍ଯ୍ୟାୟ ପାଇଁ ଆଜିଠୁ ନାମାଙ୍କନ, ମେ’ ୬ ପର୍ଯ୍ୟନ୍ତ ନାମାଙ୍କନ ଭରିବେ ପ୍ରାର୍ଥୀ

ଭୁବନେଶ୍ୱର (କେନ୍ୟୁଜ): ଆଜିଠୁ ଓଡ଼ିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ବିଗୁଲ । ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ସହ ଆଜିଠୁ ଆରମ୍ଭ ହେବାକୁ ଯାଉଛି ନାମାଙ୍କନ ପ୍ରକ୍ରିୟା। ମେ ୬ ତାରିଖ ପର୍ଯ୍ୟନ୍ତ ଜାରି ରହିବ ଏହି ପ୍ରକ୍ରିୟା । ମେ ୭ରେ ନାମାଙ୍କନ ଯାଞ୍ଚ ହେବ।…

ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ସରିଲା ନାମାଙ୍କନ ଦାଖଲ, ମେ ୧୩ ରେ ଭୋଟଗ୍ରହଣ

ଭୁବନେଶ୍ୱର : ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ସରିଲା ନାମାଙ୍କନ ଦାଖଲ । ପ୍ରଥମ ପର୍ଯ୍ୟାୟରେ କଳାହାଣ୍ଡି, କୋରାପୁଟ, ନବରଙ୍ଗପୁର ଓ ବ୍ରହ୍ମପୁର ଲୋକସଭା ଆସନ ଏବଂ ଏହା ଅଧୀନରେ ଥିବା ୨୮ଟି ବିଧାନସଭା ଆସନରେ ଭୋଟିଂ ହେବ । ମେ ୧୩ରେ ହେବ ଭୋଟଗ୍ରହଣ । ଗତ ୨୦୧୯…

ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜିଠୁ ନାମାଙ୍କନ ପ୍ରକ୍ରିୟା ଆରମ୍ଭ

ଭୁବନେଶ୍ୱର : ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି । ଆଜିଠୁ ଆରମ୍ଭ ହେବ ନାମାଙ୍କନ ପ୍ରକ୍ରିୟା। ୨୫ ତାରିଖ ପର୍ଯ୍ୟନ୍ତ ପ୍ରାର୍ଥୀ ମାନେ ନାମାଙ୍କନ ଦାଖଲ କରିପାରିବେ । ୨୬ ତାରିଖରେ ନାମାଙ୍କନପତ୍ର ଯାଞ୍ଚ ହେବ । ୨୯ ତାରିଖ ରହିଛି ପ୍ରାର୍ଥିପତ୍ର…