Browsing Tag

nomination paper

ଆଜି ରାଜ୍ୟସଭା ନିର୍ବାଚନ ପାଇଁ ପ୍ରାର୍ଥିପତ୍ର ଦାଖଲ କରିବେ ରେଳ ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ

ଭୁବନେଶ୍ୱର (କେନ୍ୟୁଜ): ଆଜି ରାଜ୍ୟସଭା ନିର୍ବାଚନ ପାଇଁ ପ୍ରାର୍ଥିପତ୍ର ଦାଖଲ କରିବେ ରେଳ ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ । ଆଜି ପ୍ରାର୍ଥୀପତ୍ର ଦାଖଲର ଶେଷ ତାରିଖ ରହିଛି । ଓଡ଼ିଶାରୁ ତୃତୀୟ ପ୍ରାର୍ଥୀ ଭାବରେ ଅଶ୍ବିନୀ ଯିବେ ରାଜ୍ୟସଭା । ୨୦୧୯ରେ ମଧ୍ୟ ଓଡ଼ିଶାରୁ ବିଜେପି ପ୍ରାର୍ଥୀ ଭାବେ…

ପଞ୍ଚାୟତ ନିର୍ବାଚନ ପାଇଁ ଆଜିଠୁ ଆରମ୍ଭ ନାମାଙ୍କନ ଦାଖଲ

ଭୁବନେଶ୍ବର(କେନ୍ଯୁଜ୍): ପଞ୍ଚାୟତ ନିର୍ବାଚନ ପାଇଁ ଆଜିଠୁ ଆରମ୍ଭ ହେବ ନାମାଙ୍କନ ଦାଖଲ । ୨୧ ତାରିଖ ଯାଏ ପ୍ରାର୍ଥିପତ୍ର ଦାଖଲ ପ୍ରକ୍ରିୟା ଚାଲିବ । ୨୨ ତାରିଖରେ ପ୍ରାର୍ଥିପତ୍ର ଯାଞ୍ଚ ହେବ । ୨୫ ତାରିଖ ପ୍ରତ୍ୟାହାର ପରେ ପ୍ରକାଶ ପାଇବ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା । ଏଥର ଅଛନ୍ତି ମୋଟ…