Below header
Browsing Tag

nomination papers

ବାଚସ୍ପତି ପଦ ପାଇଁ ନାମାଙ୍କନ ପତ୍ର ଦାଖଲ କଲେ ପ୍ରମିଳା ମଲ୍ଲିକ

ଭୁବନେଶ୍ୱର (କେନ୍ୟୁଜ): ବିଧାନସଭାର ବାଚସ୍ପତି ପଦ ପାଇଁ ନାମାଙ୍କନ ପତ୍ର ଦାଖଲ କଲେ ପ୍ରମିଳା ମଲ୍ଲିକ। ଏଥିପାଇଁ ସେ ରାଜସ୍ବ ମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ନାମାଙ୍କନ ପତ୍ର ଦାଖଲ ସମୟରେ ବିଜେଡିର ମନ୍ତ୍ରୀ ଓ ବିଧାୟକ ମାନେ ଉପସ୍ଥିତ ଥିଲେ। ଏହା ପୂର୍ବରୁ ପ୍ରମିଳା ମୁଖ୍ୟମନ୍ତ୍ରୀ…

ଝାରସୁଗୁଡ଼ା ଉପନିର୍ବାଚନ: ଆଜି ପ୍ରାର୍ଥୀପତ୍ର ଯାଞ୍ଚ, ତିନି ପ୍ରମୁଖ ଦଳର ପ୍ରାର୍ଥୀଙ୍କ ସମେତ ୧୪ଜଣ କରିଛନ୍ତି…

ଝାରସୁଗୁଡ଼ା (କେନ୍ୟୁଜ): ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ସରିଲା ନାମାଙ୍କନ । ଆଜି ପ୍ରାର୍ଥୀପତ୍ର ଯାଞ୍ଚ କରାଯିବ । ୨୪ ତାରିଖରେ ପ୍ରତ୍ୟାହାର । ୧୪ ଜଣ ପ୍ରାର୍ଥୀ ଏହି ଉପନିର୍ବାଚନ ପାଇଁ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି । ବିଜେଡିରୁ ଦୀପାଳି ଦାସ, ବିଜେପିରୁ ଟଙ୍କଧର ତ୍ରିପାଠୀ ଓ…

ସରଗରମ ଝାରସୁଗୁଡା ଉପ-ନିର୍ବାଚନ: ଆଜି ନାମାଙ୍କନ ପତ୍ର ଦାଖଲ କରିବେ କଂଗ୍ରେସ ପ୍ରାର୍ଥୀ ତରୁଣ ପାଣ୍ଡେ

ଝାରସୁଗୁଡ଼ା (କେନ୍ୟୁଜ): ଆଜି ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ନାମାଙ୍କନ ପତ୍ର ଦାଖଲ କରିବେ କଂଗ୍ରେସ ପ୍ରାର୍ଥୀ ତରୁଣ ପାଣ୍ଡେ। ଆଜି ସକାଳ ୧୦:୦୦ ରେ କଂଗ୍ରେସ ପ୍ରାର୍ଥୀ ଶ୍ରୀ ତରୁଣ ପାଣ୍ଡେ ଝାରସୁଗୁଡା ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟକୁ ଆସି ନାମାଙ୍କନପତ୍ର ଦାଖଲ କରିବେ । ଏହି ଅବସର ରେ…