ଏହି ଦେଶରେ ରହିଛି ଅଜବ ନିୟମ, ଟିଭି ଦେଖିଲେ ମିଳିବ ଦଣ୍ଡ, ହେୟାର ଷ୍ଟାଇଲ ବି ବାଛିବେ ସରକାର
ଉତ୍ତର କୋରିଆ ବିଷୟରେ ସାରା ବିଶ୍ୱରେ ଅନେକ କଥା କୁହାଯାଏ । ସେଠାକାର କଠୋର ସରକାର, କଠୋର ନିୟମ ଏବଂ ସାଧାରଣ ଲୋକଙ୍କ ସ୍ବାଧୀନତା ଉପରେ କଟକଣା କାହାଠାରୁ ଲୁଚି ନାହିଁ । ଆପଣ ଶୁଣିଥିବେ ଯେ ସେଠାକାର ନାଗରିକମାନଙ୍କୁ କେଶ କାଟିବା ଠାରୁ ଆରମ୍ଭ କରି ପୋଷାକ ପିନ୍ଧିବା ପର୍ଯ୍ୟନ୍ତ ସବୁକିଛି…