Browsing Tag

north odisha

ବାତ୍ୟା ଦାନା ପ୍ରଭାବରେ ଉତ୍ତର ଓଡିଶାରେ ବର୍ଷା

ବାତ୍ୟା ଦାନାର ପ୍ରଭାବରେ ଏବେବି ଉତ୍ତର ଓଡିଶାରେ ଜାରି ରହିଛି ବର୍ଷା ।  ବର୍ଷା ସାଙ୍ଗକୁ କୋହଲା ପବନ ମଧ୍ୟ ବହୁଛି ।  ଓଡିଶା ସମେତ ପଶ୍ଚିମବଙ୍ଗ ଉପକୂଳରେ ପ୍ରବଳ ବର୍ଷା ହୋଇଛି ।  ଗତ ୩ ଘଣ୍ଟାରେ ଭଦ୍ରକରେ ୮୫.୧ ମିମି ବର୍ଷା ରେକର୍ଡ କରାଯାଇଥିବା ବେଳେ ବାଲେଶ୍ବରରେ ୪୮ ମିମି ବର୍ଷା…

ଲଗାଣ ବର୍ଷାରେ ଉତ୍ତର ଓଡ଼ିଶାରେ ବନ୍ୟା ସ୍ଥିତି, ଆକାଶମାର୍ଗରୁ ସ୍ଥିତି ଅନୁଧ୍ୟାନ କଲେ ମୁଖ୍ୟମନ୍ତ୍ରୀ

ବାଲେଶ୍ୱର: ରାଜ୍ୟରେ ଲଗାଣ ବର୍ଷା ଯୋଗୁ ଉତ୍ତର ଓଡ଼ିଶାରେ ବନ୍ୟା ସ୍ଥିତି ଦେଖାଦେଇଛି । ବାଲେଶ୍ୱର ଜିଲ୍ଲାର ବାଲିଆପାଳ, ଭୋଗରାଇ, ଜଳେଶ୍ୱର ଓ ବସ୍ତା ବ୍ଲକର ଅନେକ ଅଞ୍ଚଳ ପ୍ରଭାବିତ ହୋଇଛି । ବନ୍ୟାପାଣି ଗାଁରେ ପଶିବା ଯୋଗୁ ବହୁ ଗାଁ ଜଳବନ୍ଦୀ ହୋଇଛିନ  । ଏନେଇ ଆଜି ଆକାଶ ମାର୍ଗରୁ…

ଉତ୍ତର ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା: ସୁନ୍ଦରଗଡ଼,ସମ୍ବଲପୁର,ଝାରସୁଗୁଡ଼ାକୁ ଅରେଞ୍ଜ ଆଲର୍ଟ

ଭୁବନେଶ୍ୱର : ଆଜି ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।  ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ସୁନ୍ଦରଗଡ଼,ସମ୍ବଲପୁର,ଝାରସୁଗୁଡ଼ାରେ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି ।  ଦେଓଗଡ଼, ଅନୁଗୁଳ ,କେଉଁଝର,ସୋନପୁର,ବରଗଡ଼,ମୟୂରଭଞ୍ଜରେ ପ୍ରବଳ ବର୍ଷାର ଆଶଙ୍କା ନେଇ ଜାରି ହୋଇଛି ୟେଲୋ…

ଗଠନ ହେଲା ଉତ୍ତର ଓଡ଼ିଶା ବିକାଶ ପରିଷଦ, ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ହେଲେ ଟାସ୍କ ଫୋର୍ସର ଅଧ୍ୟକ୍ଷ

ଭୁବନେଶ୍ୱର : ଉତ୍ତର ଓଡ଼ିଶା ବିକାଶ ପରିଷଦ ଗଠନ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏକ ଟାସ୍କ ଫୋର୍ସ ଗଠନ କରିଛନ୍ତି। ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ଏହି ଟାସ୍କ ଫୋର୍ସର ଅଧ୍ୟକ୍ଷ ନିଯୁକ୍ତ ହୋଇଛନ୍ତି । ଏହି ଟାସ୍କ ଫୋର୍ସରେ ରହିଥିବା ୮ ଜଣ ସଦସ୍ୟ…