Browsing Tag

nsa

LAC ସ୍ଥିତିକୁ ନେଇ ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲଙ୍କ ଅଧ୍ୟକ୍ଷତାରେ ବସିଲା ଜରୁରୀ ବୈଠକ

LAC ସ୍ଥିତିକୁ ନେଇ ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ ଜରୁରୀ ବୈଠକ ଡ଼ାକିଛନ୍ତି । ଏହି ବୈଠକରେ ସେନାର ବରିଷ୍ଠ ଅଧିକାରୀମାନେ ଯୋଗ ଦେଇଛନ୍ତି । ଏଲଏସି ସ୍ଥିତି ସହ ଆଗାମୀ ରଣନୀତି ନେଇ ବୈଠକରେ ଆଲୋଚନା ହୋଇଛି । ଆଜି ଅପରାହ୍ନରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ସ୍ଥିତିର…