ନୂଆଁଖାଇରେ ଚାଷୀ ପାଇଲେ କାଳିଆ ସହାୟତା, ୪୪ ଲକ୍ଷ ୫୬ ହଜାର ଚାଷୀ ପାଇଲେ ୯୦୦ କୋଟି
କେନ୍ୟୁଜ୍(ବ୍ୟୁରୋ): ଆଜି ପବିତ୍ର ନୂଆଁଖାଇ ପର୍ବ ଅବସରରେ ରାଜ୍ୟର ୪୪ ଲକ୍ଷ ୫୬ ହଜାର ଚାଷୀ ପରିବାର କାଳିଆ ସହାୟତା ପାଇଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡ଼ିଓ କନଫରେନ୍ସ ଜରିଆରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଏହି ସହାୟତା ପ୍ରଦାନ କରିଛନ୍ତି। ରବି ଫସଲ ପାଇଁ ଏହି ସହାୟତା…