ଆଜିଠାରୁ ନର୍ସିଂ ଅଫିସରଙ୍କ ସଂପୂର୍ଣ୍ଣ କାର୍ଯ୍ୟବନ୍ଦ ଆନ୍ଦୋଳନ
କଟକ: ଆଜିଠାରୁ ନର୍ସିଂ ଅଫିସରଙ୍କ ସଂପୂର୍ଣ୍ଣ କାର୍ଯ୍ୟବନ୍ଦ ଆନ୍ଦୋଳନ । କୌଣସି ଜରୁରୀ ସେବାରେ ଯୋଗ ଦେଉନାହାନ୍ତି । ଏସମା ଲାଗୁ ସତ୍ତ୍ବେ ନର୍ସିଂ ଅଫିସର ସଂଘ ନିଜ ଜିଦରେ ଅଟଳ ରହିଛି । ନର୍ସିଂ ଅଫିସରଙ୍କ ସଂପୂର୍ଣ୍ଣ କାର୍ଯ୍ୟବନ୍ଦ ଆନ୍ଦୋଳନ ଯୋଗୁ ସାରା ରାଜ୍ୟରେ ଓଟି-ଆଇସିୟୁ-କାଜୁଆଲିଟି…