Browsing Tag

odia actor uttam Mohanty

ପୁରୀରେ ବାବୁସାନ, ଶ୍ୱେତଗଙ୍ଗାରେ ହେବ ଉତ୍ତମ ମହାନ୍ତିଙ୍କ ଅସ୍ଥି ବିସର୍ଜନ

ପୁରୀ: ପୁରୀରେ ଓଲିଉଡ୍ ଅଭିନେତା ବାବୁସାନ । ପୁରୀ ଶ୍ୱେତଗଙ୍ଗା ତୀର୍ଥ ପୁଷ୍କରିଣୀରେ ସୁପରଷ୍ଟାର ଉତ୍ତମ ମହାନ୍ତିଙ୍କ ଅସ୍ଥି ବିସର୍ଜନ ଲାଗି ପହଞ୍ଚିଛନ୍ତି ବାବୁସାନ । ଶ୍ରାଦ୍ଧ ପ୍ରଦାନ ସହ ଉତ୍ତମ ମହାନ୍ତିଙ୍କ ଅସ୍ଥିକୁ ବିସର୍ଜନ କରିବେ ପୁଅ ବାବୁସାନ । ବାବୁ ସାନଙ୍କ ସହ ତାଙ୍କ ସ୍ତ୍ରୀ…

ଉତ୍ତମଙ୍କ ଭଳି କଳାକାର ଆଉ ମିଳିବେ ନାହିଁ : ବରିଷ୍ଠ ଚଳଚ୍ଚିତ୍ର ନିର୍ଦ୍ଦେଶକ

ଭୁବନେଶ୍ୱର:  ବିଶିଷ୍ଟ ଚଳଚ୍ଚିତ୍ର ନିର୍ଦ୍ଦେଶକ ହିମାଂଶୁ ଶେଖର ଖଟୁଆ ଭୁବନେଶ୍ୱରର ଜଗନ୍ନାଥ ବିହାରସ୍ଥିତ ଉତ୍ତମଙ୍କ ଘରେ ପହଞ୍ଚିଥିଲେ ।  ସ୍ୱର୍ଗତ ଓଡିଆ ଚଳଚ୍ଚିତ୍ର ଜଗତର ସୁପରଷ୍ଟାର ଉତ୍ତମ ମହାନ୍ତିଙ୍କ ଶେଷ ଦର୍ଶନ ଏବଂ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ସୂଚନାଯୋଗ୍ୟ, ପ୍ରଖ୍ୟାତ ଓଡ଼ିଆ…

ସତ୍ୟନଗର ଶ୍ମଶାନରେ ଉତ୍ତମଙ୍କ ଶେଷକୃତ୍ୟ ସମ୍ପନ୍ନ, ମୁଖାଗ୍ନି ଦେଲେ ପୁଅ ବାବୁସାନ

ଭୁବନେଶ୍ବର: ଓଲିଉଡ୍‌ର ବରିଷ୍ଠ ଅଭିନେତା ଉତ୍ତମ ମହାନ୍ତି ପଞ୍ଚଭୂତରେ ବିଲୀନ ହୋଇଛନ୍ତି ।  ଅଶ୍ରୁଳ ଓ ଶୋକାକୁଳ ପରିବେଶ ମଧ୍ୟରେ ଆଜି ତାଙ୍କ ପାର୍ଥିବ ଶରୀରକୁ ଜଗନ୍ନାଥ ବିହାର ବାସଭବନରୁ ସତ୍ୟନଗର ଶ୍ମଶାନକୁ ନିଆଯାଇଥିଲା । ଆଜି ଅପରାହ୍‌ଣରେ ଭୁବନେଶ୍ବରର ସତ୍ୟନଗର ଶ୍ମଶାନରେ ସ୍ବର୍ଗତଃ…

ଅଫେରା ରାଇଜରେ ଉତ୍ତମ ମହାନ୍ତି, ବାସଭବନରେ ଅନ୍ତିମ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଅଫେରା ରାଇଜରେ ଓଲିଉଡର ଅପ୍ରତିଦ୍ବନ୍ଦ୍ବୀ ମହାନାୟକ । ଭୁବନେଶ୍ବର ବରମୁଣ୍ଡା ସ୍ଥିତ ଜଗନ୍ନାଥ ବିହାର ବାସଭବନରେ ସୁପରଷ୍ଟାର ଉତ୍ତମ ମହାନ୍ତିଙ୍କ ଶେଷ ଦର୍ଶନ ପାଇଁ ଲାଗିଛି ଭିଡ଼ । ସୃଷ୍ଟି ହୋଇଛି ଶୋକାକୁଳ ପରିବେଶ । ଏହାରି ଭିତରେ ବାସଭବନରେ ଶେଷ ଦର୍ଶନ କରି ଶ୍ରଦ୍ଧାଞ୍ଜଳି…

ଉତ୍ତମ ମହାନ୍ତିଙ୍କ ବିୟୋଗରେ ନବୀନ ପଟ୍ଟନାୟକଙ୍କ ସହ ଅନ୍ୟ ବିଶିଷ୍ଟ ମାନ୍ୟଗଣ୍ୟ ବ୍ୟକ୍ତିଙ୍କ ଶୋକ ପ୍ରକାଶ

ଭୁବନେଶ୍ୱର : ଅଭିନେତା ଉତ୍ତମ ମହାନ୍ତିଙ୍କ ଦେହାନ୍ତକୁ ନେଇ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ଶୋକ ପ୍ରକାଶ । ଓଡ଼ିଆ ଚଳଚ୍ଚିତ୍ର ଜଗତର ଲୋକପ୍ରିୟ ତଥା କିମ୍ବଦନ୍ତୀ ଅଭିନେତା ଉତ୍ତମ ମହାନ୍ତିଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ । କଳା ଜଗତରେ ଏହା ଏକ ବିରାଟ ଶୂନ୍ୟସ୍ଥାନ ସୃଷ୍ଟି…

ସ୍ୱାମୀଙ୍କୁ ହରାଇ ମେଦାନ୍ତ ହସ୍ପିଟାଲରୁ ଫେରିଲେ ଅପରାଜିତା, ଛାତିରେ କୋହ ଆଖିରେ ଧାର ଧାର ଲୁହ

ଭୁବନେଶ୍ୱର : ଭୁବନେଶ୍ୱରରେ ପହଞ୍ଚିଲେ ଅପରାଜିତା ମହାନ୍ତି ।  ସ୍ୱାମୀଙ୍କୁ ହରାଇ ମେଦାନ୍ତ ହସ୍ପିଟାଲରୁ ଫେରିଲେ ଅପରାଜିତା ।  ବିମାନବନ୍ଦରରୁ ସିଧା ଜଗନ୍ନାଥ ବିହାର ସ୍ଥିତ ବାସଭବନକୁ ଯାଇଛନ୍ତି ଅପରାଜିତା । ଛାତିରେ କୋହ ଓ ଆଖିରେ ଲୁହକୁ ଚାପି ଧରି ଫେରିଛନ୍ତି ଅପରାଜିତା ।  ଉତ୍ତମଙ୍କ…

‘ଅଭିମାନ’ରୁ ଅଭିନୟ କରି’ ବିଦ୍ୟାରାଣ’ ପକାଇ ବାହୁଡ଼ିଗଲେ ଉତ୍ତମ, ସେ ଥିଲେ ଓଲିଉଡ଼ର…

ଚିରନିଦ୍ରାରେ ଉତ୍ତମ ମହାନ୍ତି ।  ଜୀବନ ରଙ୍ଗମଞ୍ଚରେ ଅଭିନୟ ସାରି ବାହୁଡ଼ିଗଲେ ଉତ୍ତମ । ଲିଭିଗଲା ଓଡ଼ିଆ ଚଳଚ୍ଚିତ୍ର ଜଗତର ଉଜ୍ଜ୍ବଳ ତାରକା । ଉତ୍ତମ ମହାନ୍ତି ଥିଲେ ଜଣେ ଓଡ଼ିଆ ସିନେ ଜଗତର ଧ୍ରୁବ ତାରା ସଦୃଶ ।  ଅନେକ ସୁପରହିଟ୍‌ ଚଳଚ୍ଚିତ୍ରରେ ନିଖୁଣ ଅଭିନୟ କରି ଦର୍ଶକଙ୍କୁ ମନୋରଞ୍ଜନ…