Below header
Browsing Tag

odia film director

କରୋନାରେ ଚାଲିଗଲେ ଓଡ଼ିଶାର ବେଶ ଜଣାଶୁଣା ସଙ୍ଗୀତ ନିର୍ଦ୍ଦେଶକ ଅମରେନ୍ଦ୍ର ମହାନ୍ତି

ଭୁବନେଶ୍ୱର (କେନ୍ୟୁଜ) : ସଙ୍ଗୀତ ନିର୍ଦ୍ଦେଶକ ଅମରେନ୍ଦ୍ର ମହାନ୍ତିଙ୍କ ପରଲୋକ । ଓଡ଼ିଶାର ବେଶ ଜଣାଶୁଣା ସଙ୍ଗୀତ ନିର୍ଦ୍ଦେଶକ ଥିଲେ ଅମରେନ୍ଦ୍ର ମହାନ୍ତି । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ କରୋନାରେ ଦେହାନ୍ତ ହୋଇଛି । ୬୩ ବର୍ଷ ବୟସରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି…