କୁଏତ ଗସ୍ତରେ ପ୍ରଧାନମନ୍ତ୍ରୀ: ଶ୍ରମ ଶିବିର କ୍ୟାମ୍ପରେ ଓଡ଼ିଆ ଯୁବକଙ୍କ ସହ କଥା ହେଲେ ମୋଦି
୨ ଦିନିଆ କୁଏତ ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । କୁଏତର ମୀନା ଅବଦୁଲ୍ଲା ଅଞ୍ଚଳରେ ଏକ ଶ୍ରମ ଶିବିର ପରିଦର୍ଶନ କରିଛନ୍ତି ମୋଦି । ଯେଉଁଥିରେ ପାଖାପାଖି ୧୫୦୦ ଭାରତୀୟ ନାଗରିକ କାମ କରୁଛନ୍ତି । ପ୍ରଧାନମନ୍ତ୍ରୀ ଭାରତର ବିଭିନ୍ନ ରାଜ୍ୟରୁ ଆସିଥିବା ଭାରତୀୟ ଶ୍ରମିକଙ୍କ ସହ ଆଲୋଚନା…