ଆଜି ରାଜ୍ୟରେ ପୁଣି ୨୩୪ କରୋନା ପଜିଟିଭ୍ ଚିହ୍ନଟ
ଭୁବନେଶ୍ବର: ରାଜ୍ୟରେ ପୁଣି ଗୋଟିଏ ଦିନରେ ୨୦୦ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟାରେ ରାଜ୍ୟରେ ୨୩୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ନୂଆପଡ଼ା ଜିଲ୍ଲାରୁ ସର୍ବାଧିକ ୩୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ଖୋର୍ଦ୍ଧାରୁ ୩୨,ଅନୁଗୁଳରୁ ୩, ବାଲେଶ୍ବରରୁ…