Browsing Tag

odisha chess

ଓଡ଼ିଶାରେ ଚେସର ବିକାଶ ନେଇ ଫିଡେ ମ୍ୟାନେଜମେଣ୍ଟ ବୋର୍ଡର ଉପାଧ୍ୟକ୍ଷଙ୍କ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର(କେନ୍ୟୁଜ୍): ଓଡ଼ିଶା ଗସ୍ତରେ ଆସିଥିବା ଅନ୍ତର୍ଜାତୀୟ ଚେସ୍ ମହାସଂଘ ପରିଚାଳନା ବୋର୍ଡର ଉପାଧ୍ୟକ୍ଷ ତଥା ଲାଟଭିଆ ଗଣତନ୍ତ୍ରର ପୂର୍ବତନ ଅର୍ଥ ଓ ଅର୍ଥନୀତି ମନ୍ତ୍ରୀ ଡାନା ରିଜନିସ୍ ଓଜୋଲା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ଚେସକୁ ପ୍ରୋତ୍ସାହିତ କରିବା ଦିଗରେ ରାଜ୍ୟ…