ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ବଲିଓଡ଼ ଅଭିନେତା ଅର୍ଜୁନ କପୁର, ସେଲିବ୍ରେଟି କ୍ରିକେଟ ଲିଗ୍ ପାଇଁ କଲେ ନିମନ୍ତ୍ରଣ
ଭୁବନେଶ୍ୱର : ଆସନ୍ତା ୧୬ରେ କଟକ ବାରବାଟି ଷ୍ଟାଡିୟମରେ ହେବ ସେଲିବ୍ରେଟି କ୍ରିକେଟ ଲିଗ୍ । ଆଜି ଏ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଛନ୍ତି ବଲିଉଡ ଅଭିନେତା ଅର୍ଜୁନ କପୁର ଓ ପ୍ରଯୋଜକ ବୋନୀ କପୁର । ସେ ସୌଜନ୍ୟମୂଳକ ସାକ୍ଷାତ କରିବା ସହ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ନିମନ୍ତ୍ରଣ କରିଥିବା…