Browsing Tag

odisha cm

୧୨ ଲକ୍ଷ ପର୍ଯ୍ୟନ୍ତ ଆୟ କର ଛାଡ଼କୁ ମୁଖ୍ୟମନ୍ତ୍ରୀଙ୍କ ସ୍ୱାଗତ, ଅର୍ଥମନ୍ତ୍ରୀଙ୍କୁ ଜଣାଇଲେ କୃତଜ୍ଞତା

ଭୁବନେଶ୍ୱର : ମଧ୍ୟବିତ୍ତଙ୍କ ପାଇଁ ସରକାରଙ୍କ ବଡ଼ ଘୋଷଣା । ଇନକମ୍ ଟ୍ୟାକ୍ସକୁ ନେଇ ବଡ଼ ଘୋଷଣା କଲେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । ଯେଉଁଥିରେ ୧୨ ଲକ୍ଷ ଆୟ ପର୍ୟ୍ୟନ୍ତ ଟ୍ୟାକ୍ସ ଛାଡ କରିଛନ୍ତି କେନ୍ଦ୍ର ସରକାର । ଏହାସହ ୧୨ରୁ ୧୬ ଲକ୍ଷ ଆୟ ପର୍ଯ୍ୟନ୍ତ ୧୫ ପ୍ରତିଶତ ଟ୍ୟାକ୍ସ, ୨୦ରୁ…

ପ୍ରଥମ ଥର ଲାଗି ଓଡ଼ିଶା ଗସ୍ତରେ କେନ୍ଦ୍ର କୋଇଲା ଓ ଖଣି ମନ୍ତ୍ରୀ ଜି କିଷନ ରେଡ୍ଡୀ

ଭୁବନେଶ୍ବର : ପ୍ରଥମ ଥର ଲାଗି ଓଡ଼ିଶା ଗସ୍ତରେ ଆସିଛନ୍ତି କେନ୍ଦ୍ର କୋଇଲା ଓ ଖଣି ମନ୍ତ୍ରୀ ଜି କିଷନ ରେଡ୍ଡୀ ।  ଓଡ଼ିଶା ଗସ୍ତ ଅବସରରେ ରାଜ୍ୟ ଅତିଥି ଭବନରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ସାକ୍ଷାତ କରି ଆଲୋଚନା କରିଛନ୍ତି ।  ଖଣି ଓ କୋଇଲା ଶିଳ୍ପ ଅଂଶୀଦାରଙ୍କ ସହ ବିଭିନ୍ନ ପ୍ରସଙ୍ଗରେ…

ସମ୍ଭାବ୍ୟ ବାତ୍ୟା ନେଇ ଆଜି ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ସମ୍ଭାବ୍ୟ ବାତ୍ୟା ନେଇ ଆଜି ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।  ଅପରାହ୍ଣ ୪ଟାରେ ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ । ଲୋକସେବା ଭବନରେ ବାତ୍ୟା ମୁକାବିଲା ସମୀକ୍ଷା କରିବେ । ବୈଠକରେ ରାଜସ୍ବ ମନ୍ତ୍ରୀ, ମୁଖ୍ୟ ଶାସନ ସଚିବ ଉପସ୍ଥିତ ରହିବେ। ରିଲିଫ କମିଶନରଙ୍କ ସହ ବରିଷ୍ଠ…

୫ କୋଟି ଗଛ ରାଜ୍ୟରେ ଲଗାଯିବ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ଭୁବନେଶ୍ୱର: ୫ କୋଟି ଗଛ ରାଜ୍ୟରେ ଲଗାଇବାକୁ ଟାର୍ଗେଟ କରିଛି ବନ ବିଭାଗ । ସମସ୍ତଙ୍କୁ ଅତି କମରେ ଗୋଟିଏ ଗଛ ଲଗାଇବାକୁ ଅନୁରୋଧ କରାଯାଇଛି । ବୃକ୍ଷରୋପଣରେ ଓଡିଶା ହେବ ଏକ ନମ୍ବର । ଏଭଳି କହିଛନ୍ତି ଓଡିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଛାତ୍ରଛାତ୍ରୀ, ଘରୋଇ ଅନୁଷ୍ଠାନ,…

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଗଜପତି

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଗଜପତି । ମୋହନ ମାଝୀଙ୍କୁ ଭେଟିଲେ ଗଜପତି ମହାରାଜା । ରଥଯାତ୍ରା ପୂର୍ବରୁ ମୂଖ୍ୟମନ୍ତ୍ରୀଙ୍କୁ ଭେଟିଛନ୍ତି ଗଜପତି । ରଥଯାତ୍ରା କିଭଳି ସୁରୁଖୁରୁରେ ହେବ ସେ ସମ୍ପର୍କରେ ଆଲୋଚନା ହୋଇଥିଲା । ଗଜପତି ଓ ମୂଖ୍ୟମନ୍ତ୍ରୀଙ୍କ ସହ ଆଇନ ମନ୍ତ୍ରୀ ଆଲୋଚନାରେ ସାମିଲ…

ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସହ ଦୁଇ ଉପ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ମୁଖ୍ୟମନ୍ତ୍ରୀଙ୍କ ସହ ଦୁଇ ଉପ ମୁଖ୍ୟମନ୍ତ୍ରୀ କେଭି ସିଂଦେଓ ଓ ପ୍ରଭାତୀ ପରିଡ଼ା ମଧ୍ୟ ଦିଲ୍ଲୀ ଗସ୍ତରେ ଯିବେ । ଶପଥ ନେବା ପରେ ଏହା ପ୍ରଥମ ଦିଲ୍ଲୀ ଗସ୍ତ । ସେଠାରେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ ଓ ଗୃହମନ୍ତ୍ରୀଙ୍କୁ ଭେଟିବେ…

ଆସନ୍ତାକାଲି ମଙ୍ଗଳ ଆଳତୀ ପରେ ଖୋଲିବ ଶ୍ରୀମନ୍ଦିରର ଚାରି ଦ୍ୱାର

ଭୁବନେଶ୍ୱର (କେନ୍ୟୁଜ୍‌) : ମୋହନ ମାଝୀଙ୍କ ବିଜେପି ସରକାର ଆଜି ଶପଥ ନେବା ପରେ କ୍ୟାବିନେଟରେ ୪ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି । ଏଥିରେ ପ୍ରଥମେ ରହିଛି ଶ୍ରୀମନ୍ଦିର ଚାରି ଦ୍ୱାର ଖୋଲିବ । ବିଜେପି ତାର ନିର୍ବାଚନୀ ଇସ୍ତାହାରରେ ଏହି ପ୍ରତିଶ୍ରୁତି ରଖିଥିଲା । ସେହି…

ଶିଶୁ ମନ୍ଦିର ଗୁରୁଜୀରୁ ଓଡ଼ିଶାର ମୁଖ୍ୟମନ୍ତ୍ରୀ, ଜାଣନ୍ତୁ ମୋହନ ମାଝିଙ୍କ ରାଜନୈତିକ ଜୀବନ ଯାତ୍ରା

(କେନ୍ୟୁଜ) : ଉଠିଲା ପରଦା । ହଟିଲା ସସପେନସ । ସାମ୍ନାକୁ ଆସିଲା ଓଡିଶାର ନୂଆ ମୁଖ୍ୟମନ୍ତ୍ରୀଙ୍କ ନାଁ । ପ୍ରଥମ ଥର ପାଇଁ ଓଡିଶାରେ ବିଜେପି ଗଢ଼ିବ ସରକାର । ଆଉ ତାର ମଙ୍ଗ ଧରିଛନ୍ତି କେନ୍ଦୁଝର ବିଧାୟକ ମୋହନ ମାଝି । ଏବେ ଓଡିଶାର ଛୋଟ ଛୋଟ ପିଲାଠୁ ନେଇ ବୃଦ୍ଧାଙ୍କ ପର୍ଯ୍ୟନ୍ତ ସବୁ…

ବଦଳିଲା ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ ଶପଥ ଉତ୍ସବ ତାରିଖ, ୧୦ ନୁହେଁ ୧୨ରେ ହେବ ସମାରୋହ

ଭୁବନେଶ୍ୱର (କେନ୍ୟୁଜ): ଜୁନ୍ ୧୦ ନୁହେଁ ୧୨ ତାରିଖରେ ଓଡ଼ିଶାରେ ନୂଆ ମୁଖ୍ୟମନ୍ତ୍ରୀଙ୍କ ଶପଥ ଉତ୍ସବ । ବୁଧବାର ଭୁବନେଶ୍ବର ଜନତା ମଇଦାନରେ ନୂଆ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବ ହେବ । ପୂର୍ବରୁ ବିଜେପି କ୍ଷମତାକୁ ଆସିଲେ ୧୦ ତାରିଖରେ ଶପଥ ଉତ୍ସବ ହେବ ବୋଲି ମୋଦି କହିଥିଲେ ।  ଏପଟେ…

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଉଦଘାଟନ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ

ପୁରୀ(କେନ୍ୟୁଜ): ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଉଦଘାଟନ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ । ନବୀନ ନିବାସରେ ପହଞ୍ଚି ସେବାୟତ ନବୀନଙ୍କୁ ନିଉତା ଦେଇଛନ୍ତି । ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଉଦଘାଟନ ସମାରୋହରେ ସାମିଲ ହେବାକୁ ମୁଖ୍ୟମନ୍ତ୍ରୀଙ୍କୁ ସେମାନେ ନିମନ୍ତ୍ରଣ ପତ୍ର ପ୍ରଦାନ…

ବାହାନଗା ଟ୍ରେନ ଟ୍ରାଜେଡି: ଦେବଦୂତ ସାଜିଥିବା ଲୋକଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର (କେନ୍ୟୁଜ): ବାଲେଶ୍ୱର ବାହାନଗା ଟ୍ରେନ ଦୁର୍ଘଟଣାରେ ଉଦ୍ଧାର କାର୍ଯ୍ୟରେ ସାମିଲ ହୋଇଥିବା ସ୍ଥାନୀୟ ଲୋକ ଓ ଉଦ୍ଧାରାକାରୀ ଦଳକୁ ସମ୍ବର୍ଦ୍ଧିତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଜି ଲୋକସେବା ଭବନରେ ଆୟୋଜିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଉଦ୍ଧାର କାର୍ଯ୍ୟରେ ନିୟୋଜିତ…

ଆଜିଠାରୁ ମୁଖ୍ୟମନ୍ତ୍ରୀଙ୍କ ୨ ଦିନିଆ ମୁମ୍ବାଇ ଗସ୍ତ, ଓଡିଶା ଇନଭେଷ୍ଟରସ ମିଟ୍ ରେ ଦେବେ ଯୋଗ

ଭୁବନେଶ୍ୱର(କେନ୍ୟୁଜ୍‌) : ଆଜି ଦୁଇ ଦିନିଆ ମୁମ୍ବାଇ ଗସ୍ତରେ ଯାଉଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଦୁଇଟି କାର୍ଯ୍ୟକ୍ରମରେ ଯୋଗ ଦେବା କାର୍ଯ୍ୟକ୍ରମ ରହିଛି । ଓଡ଼ିଶା ନିବେଶକ ସମ୍ମିଳନୀ ଓ ସ୍ପୋର୍ଟସ ଷ୍ଟାର ଏସେସ୍‌ ପୁରସ୍କାର ସମାରୋହରେ ଯୋଗଦେବେ ମୁଖ୍ୟମନ୍ତ୍ରୀ । ଏହି ଅବସରରେ…