ରାଜ୍ୟରେ ଉପରମୁହାଁ କରୋନା ଗ୍ରାଫ୍: ୨୪ ଘଣ୍ଟାରେ ୪୭୦ ପଜିଟିଭ୍ ଚିହ୍ନଟ, ଖୋର୍ଦ୍ଧାରେ କେସ୍ ୨୦୦ ପାର୍
ଭୁବନେଶ୍ୱର(କେନ୍ୟୁଜ୍): ରାଜ୍ୟରେ ଉପରମୁହାଁ କରୋନା ଗ୍ରାଫ୍। କ୍ରମାଗତ ତୃତୀୟ ଦିନରେ ରାଜ୍ୟରେ ସଂକ୍ରମିତଙ୍କ ସଂଖ୍ୟା ଚାରି ଶହ ପାର କରିଛି । ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୪୭୦ ପଜିଟିଭ୍ । ଖୋର୍ଦ୍ଧାରେ ପଜିଟିଭ୍ କେସ୍ ୨୦୦ ପାର୍ କରିଛି। ୨୨୧ ଜଣ ନୂଆ ସଂକ୍ରମିତ ଚିହ୍ନଟ…