ରାଜ୍ୟରେ କାୟା ବିସ୍ତାର କଲାଣି କରୋନା, ଆଉ ୨ ପଜିଟିଭ ଚିହ୍ନଟ
ରାଜ୍ୟରେ କାୟା ବିସ୍ତାର କଲାଣି କରୋନା । ଆଜି ଆଉ ୨ ଜଣ କୋଭିଡ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ସଂକ୍ରମିତଙ୍କ ସଂଖ୍ୟା ୫ରେ ପହଞ୍ଚିଛି । କୋଭିଡର ନୂଆ ଭାରିଆଣ୍ଟ JN.1ର ସଂକ୍ରମଣ ବଢ଼ିବା ପରେ ରାଜ୍ୟରୁ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ନେଇ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ…