Browsing Tag

odisha corona cases

ପୁଣି ହଜାରେ ଟପିଲା ଦୈନିକ କରୋନା ସଂକ୍ରମଣ: ୨୪ ଘଣ୍ଟାରେ ରାଜ୍ୟରେ ୧୧୭୪ ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର(କେନ୍ୟୁଜ୍): ପୁଣି ହଜାରେ ଟପିଲା ଦୈନିକ କରୋନା ସଂକ୍ରମଣ। ୨୪ ଘଣ୍ଟାରେ ରାଜ୍ୟରେ ୧୧୭୪ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଗତକାଲି ହେି ସଂଖ୍ୟା ଥିଲା ୬୬୨। କ୍ୱାରେଣ୍ଟିନରୁ ୬୮୮ ଓ ଲୋକାଲ କଣ୍ଟାକ୍ଟ କେସ୍‌ ୪୮୬ ପଜିଟିଭ ଚିହ୍ନଟ ହୋଇଛନ୍ତି । ୧୮ ବର୍ଷ ଭିତରେ ୧୫୫ ଜଣ ସଂକ୍ରମିତ…

ରାଜ୍ୟରେ ୫୦୦ ଟପିଲା ଦୈନିକ ସଂକ୍ରମଣ: ଗତ ୨୪ ଘଣ୍ଟାରେ ୫୧୨ କରୋନା ପଜିଟିଭ୍ ଚିହ୍ନଟ, ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ…

ଭୁବନେଶ୍ୱର(କେନ୍ୟୁଜ୍):  ରାଜ୍ୟରେ ୫୦୦ ଟପିଲା ଦୈନିକ ସଂକ୍ରମଣ । ଗତ ୨୪ ଘଣ୍ଟାରେ ୫୧୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବର୍ଗର ୫୯ ଜଣ ରହିଛନ୍ତି। ଏମାନଙ୍କ ଭିତରୁ ୩୦୦ଜଣ କ୍ୱାରେଣ୍ଟାଇନ୍‌ରେ ଥିବାବେଳେ, ବାକି ୨୧୨ ଲୋକାଲ୍ କେସ୍। ଏନେଇ ସୂଚନା ଓ…

ରାଜ୍ୟରେ ଗତ ୨୪ ଘଣ୍ଟାରେ ୪୨୮ ନୂଆ ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୮୩ ପଜିଟିଭ୍‌

ଭୁବନେଶ୍ୱର(କେନ୍ୟୁଜ୍): ରାଜ୍ୟରେ ଦ୍ୱିତୀୟ ଦିନରେ ୪୦୦ ଉପରେ ଦୈନିକ କରୋନା ସଂକ୍ରମଣ। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୪୨୮ ନୂଆ ଆକ୍ରାନ୍ତ। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୮୩ ପଜିଟିଭ୍‌ ରହିଛନ୍ତି। କଟକରୁ ୮୮ ନୂଆ କେସ୍‌ ରହିଛି। ୧୮ ବର୍ଷରୁ କମ ବୟସ ବର୍ଗରେ ରହିଛନ୍ତି ୫୬ ଜଣ।…

ଆସନ୍ତା ୧୫ ଦିନ ଭିତରେ ଆସିବ ଚତୁର୍ଥ ଲହର ! ନୂଆ ଭ୍ୟାରିଏଣ୍ଟ ସୃଷ୍ଟି କରିପାରେ ସମସ୍ୟା

ଭୁବନେଶ୍ବର(କେନ୍ୟୁଜ୍): ଆସନ୍ତା ୧୫ ଦିନ ଭିତରେ ଆସିବ ଚତୁର୍ଥ ଲହର। ଦକ୍ଷିଣ ଆଫ୍ରିକାରେ ଚିହ୍ନଟ ହୋଇଥିବା ନୂଆ ଭ୍ୟାରିଏଣ୍ଟ ସମସ୍ୟା ସୃଷ୍ଟି କରିପାରେ। ଟୀକା ନେଇନଥିବା ବର୍ଗ ଏବଂ ଗୁରୁତର ରୋଗୀ ଏହି ଲହରରେ ପୁଣି ସମ୍ବେଦନଶୀଳ ବର୍ଗ ଭାବରେ ଉଭା ହୋଇପାରନ୍ତି। ଯେଉଁ ମାନେ ଟୀକା ଦ୍ୱିତୀୟ…

ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୫ ଶହ ୭୨ ପଜିଟିଭ୍‌ ଚିହ୍ନଟ, ୨୦ ମୃତ୍ୟୁ

ଭୁବନେଶ୍ବର(କେନ୍ଯୁଜ୍): ୨୪ ଘଣ୍ଟାରେ ରାଜ୍ୟରେ ୧୫ ଶହ ୭୨ ପଜିଟିଭ୍‌ ଚିହ୍ନଟ । ଆଜି ମୋଟ ପଜିଟିଭ୍‌ ରେଟ୍‌ ରହିଛି ୨.୩୦ ପ୍ରତିଶତ । ଖୋର୍ଦ୍ଧାରୁ ସର୍ବାଧିକ ୨୩୩ ପଜିଟିଭ ଚିହ୍ନଟ ହେଇଛନ୍ତି । କଟକରୁ ୧୬୧, ସୁନ୍ଦରଗଡରୁ ୧୧୩, କୋରାପୁଟ ୮୭, ରାୟଗଡାରୁ ୭୪ ପଜିଟିଭ୍‌ ବାହାରିଛନ୍ତି । ଏହାସହ…

ରାଜ୍ୟରେ ଗତ ୨୪ ଘଣ୍ଟାରେ ୨ ହଜାର ୬୦୩ ଆକ୍ରାନ୍ତ ଚିହ୍ନଟ, ଗଲା ୨୨ଜଣଙ୍କ ଜୀବନ

ଭୁବନେଶ୍ବର(କେନ୍ଯୁଜ୍): ରାଜ୍ୟରେ ଆଜି ବି ୩ ହଜାର ତଳେ ଦୈନିକ କରୋନା ସଂକ୍ରମଣ। ଗତ ୨୪ ଘଣ୍ଟାରେ ୨ ହଜାର ୬୦୩ ଆକ୍ରାନ୍ତ ଚିହ୍ନଟ । ଆଜି ମୋଟ ପଜିଟିିିଭ୍‌ ରେଟ୍‌ ରହିଛି ୪.୧୨ ପ୍ରତିଶତ । ଖୋର୍ଦ୍ଧାରୁ ସର୍ବାଧିକ ୪୪୪ ସଂକ୍ରମିତ ହୋଇଛନ୍ତି । କଟକରୁ ୨୦୫, ସୁନ୍ଦରଗଡରୁ ୨୦୪, ଯାଜପୁରରୁ ୧୩୩…

ରାଜ୍ୟରେ କମୁଛି ଦୈନିକ ସଂକ୍ରମଣ: ଗତ ୨୪ ଘଣ୍ଟାରେ ୫ହଜାର ୫୭ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର(କେନ୍ଯୁଜ୍): ରାଜ୍ୟରେ କମୁଛି ଦୈନିକ ସଂକ୍ରମଣ । ଗତ ୨୪ ଘଣ୍ଟାରେ ୫ହଜାର ୫୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସଂକ୍ରମଣ ହାର ରହିଛି ୮.୨୦ ପ୍ରତିଶତ । ୨୪ ଘଣ୍ଟାରେ ୬୧ ହଜାର ୬୩୫ ନମୁନା ପରୀକ୍ଷା ହୋଇଛି । ଖୋର୍ଦ୍ଧାରୁ ସର୍ବାଧିକ ୧ହଜାର ୧୧୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।…

ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୫୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ଜଣଙ୍କ ମୃତ୍ୟୁ

ଭୁବନେଶ୍ବର(କେନ୍ଯୁଜ୍): ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୫୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆଜି ଆଉ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଖୋର୍ଦ୍ଧାରୁ ୭୯ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଯାହା ମୋଟ ଆକ୍ରାନ୍ତଙ୍କ ୫୧.୨୯ ପ୍ରତିଶତ । ଆଜି ମୋଟ ପଜିଟିଭ୍‌ ରେଟ୍‌ ରହିଛି ୦.୨୫…

ରାଜ୍ୟରେ ଗତ ୨୪ ଘଣ୍ଟାରେ ୨୭୬ କରୋନା ପଜିଟିଭ ଚିହ୍ନଟ, ୪ମୃତ

ଭୁବନେଶ୍ବର(କେନ୍ଯୁଜ୍): ରାଜ୍ୟରେ ଗତ ୨୪ ଘଣ୍ଟାରେ ୨୭୬ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତିି । କେବଳ ଖୋର୍ଦ୍ଧାରୁ ୧୩୮ ନୂଆ କେସ୍‌ ରହିଛି । ଯାହା ମୋଟ ଆକ୍ରାନ୍ତଙ୍କ ୫୦ ପ୍ରତିଶତ । ଆଜି ମୋଟ ପଜିଟିଭିଟି ରେଟ୍‌ ରହିଛି ୦.୪୬ ପ୍ରତିଶତ । ୨୭୬ ସଂକ୍ରମିତଙ୍କ ମଧ୍ୟରୁ ୦ରୁ ୧୮ ବର୍ଷ ବୟସ୍କଙ୍କ…

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୧୮ ଜଣ କରୋନା ପଜିଟିଭ୍ ଚିହ୍ନଟ, ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୩୯ ଜଣ ଆକ୍ରାନ୍ତ

ଭୁବନେଶ୍ବର(କେନ୍ଯୁଜ୍): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୧୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୮୬ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୧୩୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୫୮ ଜଣ କରୋନା…

ରାଜ୍ୟରେ ଗତ ୨୪ ଘଣ୍ଟା ୩୭୪ କରୋନା ପଜିଟିଭ୍ ଚିହ୍ନଟ, ଗଲା ୪ ମୁଣ୍ଡ

ଭୁବନେଶ୍ବର(କେନ୍ଯୁଜ୍): ରାଜ୍ୟରେ  ଗତ ୨୪ ଘଣ୍ଟା ମଧ୍ୟରେ ୩୭୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୨୧୮ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୧୫୬ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୬୫ ଜଣ ଶିଶୁ ଓ…