Browsing Tag

odisha corona death case

ଆସନ୍ତା ୧୫ ଦିନ ଭିତରେ ଆସିବ ଚତୁର୍ଥ ଲହର ! ନୂଆ ଭ୍ୟାରିଏଣ୍ଟ ସୃଷ୍ଟି କରିପାରେ ସମସ୍ୟା

ଭୁବନେଶ୍ବର(କେନ୍ୟୁଜ୍): ଆସନ୍ତା ୧୫ ଦିନ ଭିତରେ ଆସିବ ଚତୁର୍ଥ ଲହର। ଦକ୍ଷିଣ ଆଫ୍ରିକାରେ ଚିହ୍ନଟ ହୋଇଥିବା ନୂଆ ଭ୍ୟାରିଏଣ୍ଟ ସମସ୍ୟା ସୃଷ୍ଟି କରିପାରେ। ଟୀକା ନେଇନଥିବା ବର୍ଗ ଏବଂ ଗୁରୁତର ରୋଗୀ ଏହି ଲହରରେ ପୁଣି ସମ୍ବେଦନଶୀଳ ବର୍ଗ ଭାବରେ ଉଭା ହୋଇପାରନ୍ତି। ଯେଉଁ ମାନେ ଟୀକା ଦ୍ୱିତୀୟ…

ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୫ ଶହ ୭୨ ପଜିଟିଭ୍‌ ଚିହ୍ନଟ, ୨୦ ମୃତ୍ୟୁ

ଭୁବନେଶ୍ବର(କେନ୍ଯୁଜ୍): ୨୪ ଘଣ୍ଟାରେ ରାଜ୍ୟରେ ୧୫ ଶହ ୭୨ ପଜିଟିଭ୍‌ ଚିହ୍ନଟ । ଆଜି ମୋଟ ପଜିଟିଭ୍‌ ରେଟ୍‌ ରହିଛି ୨.୩୦ ପ୍ରତିଶତ । ଖୋର୍ଦ୍ଧାରୁ ସର୍ବାଧିକ ୨୩୩ ପଜିଟିଭ ଚିହ୍ନଟ ହେଇଛନ୍ତି । କଟକରୁ ୧୬୧, ସୁନ୍ଦରଗଡରୁ ୧୧୩, କୋରାପୁଟ ୮୭, ରାୟଗଡାରୁ ୭୪ ପଜିଟିଭ୍‌ ବାହାରିଛନ୍ତି । ଏହାସହ…

ଗତ ୨୪ ଘଣ୍ଟାରେ ରାଜ୍ୟରେ ୬୦୨ ଜଣ କରୋନା ପଜିଟିଭ୍ ଚିହ୍ନଟ, ୧୮ ବର୍ଷରୁ କମ୍ ୯୬ ଜଣ

ଭୁବନେଶ୍ବର(କେନ୍ଯୁଜ୍): ଗତ ୨୪ ଘଣ୍ଟାରେ ରାଜ୍ୟରେ ୬୦୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୩୫୩ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୨୪୯ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ୬୦୨ ଜଣ କରୋନା ପଜିଟିଭଙ୍କ ଭିତରୁ ୧୮ ବର୍ଷରୁ କମ୍ ବୟର…

ଆଜି ସର୍ବାଧିକ କରୋନା ନେଲା ଜୀବନ, ୫୯ ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର (କେନ୍ୟୁଜ) : ରାଜ୍ୟରେ ବର୍ତ୍ତମାନ କିଛି ଦିନ ହେବ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟା କିନ୍ତୁ କମୁନାହିଁ । ଗତ ୨୪ ଘଣ୍ଟା ମଧ୍ୟରେ ୨୬୦୨ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୫୯ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ…

ଆଜି ରାଜ୍ୟରେ ୧୨୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର: ଆଜି ରାଜ୍ୟରେ ଚିହ୍ନଟ ହେଲେ ୧୨୨ ଜଣ କରୋନା ଆକ୍ରାନ୍ତ । ସଂଗରୋଧ କେନ୍ଦ୍ରରୁ ୭୨ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୫୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୩ହଜାର ୫୬୬କୁ ବୃଦ୍ଧି ପାଇଛି। ସେହିପରି ସୁସ୍ଥ ହେଲେଣି…

ରାଜ୍ଯରେ ଆଜି ୩୧୯ କରୋନା ପଜିଟିଭ୍ ଚିହ୍ନଟ, ମୃତ୍ୟୁ ସଂଖ୍ୟା ୧୮୪୩କୁ ବୃଦ୍ଧି

ଭୁବନେଶ୍ବର: ରାଜ୍ଯରେ ଆଜି ୩୧୯ କରୋନା ପଜିଟିଭ୍ ଚିହ୍ନଟ। ଏମାନଙ୍କ ଭିତରୁ କ୍ବାରେଣ୍ଟାଇନ୍ ସେଣ୍ଟରରୁ ୧୮୪, ଏବଂ ଲୋକାଲ୍ କେସରୁ ୧୩୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୨୬ହଜାର ୯୧୫କୁ ବୃଦ୍ଧି ପାଇଛି। ସେହିପରି ସୁସ୍ଥ ହେଲେଣି…

ଆଜି ରାଜ୍ଯରେ ୩୫୬ କରୋନା ପଜିଟିଭ୍ ଚିହ୍ନଟ, ଗଲା ୩ଜଣଙ୍କ ଜୀବନ

ଭୁବନେଶ୍ବର: ରାଜ୍ଯରେ ଆଜି ୩୫୬ କରୋନା ପଜିଟିଭ୍ ଚିହ୍ନଟ। ଏମାନଙ୍କ ଭିତରୁ କ୍ବାରେଣ୍ଟାଇନ୍ ସେଣ୍ଟରରୁ ୧୯୯, ଏବଂ ଲୋକାଲ୍ କେସରୁ ୧୫୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୨୫ହଜାର ୮୬୧କୁ ବୃଦ୍ଧି ପାଇଛି। ସେହିପରି ସୁସ୍ଥ ହେଲେଣି…

ରାଜ୍ୟରେ ଆଉ ୨୬୯୭ କରୋନା ପଜିଟିଭ୍‌ ଚିହ୍ନଟ, ଗଲା ୧୭ଜଣଙ୍କ ଜୀବନ

ଭୁବନେଶ୍ବର: ରାଜ୍ୟରେ ଆଉ ୨୬୯୭ କରୋନା ପଜିଟିଭ୍‌ ଚିହ୍ନଟ। କ୍ୱାରେଣ୍ଟାଇନ୍‌ରୁ ୧୫୭୬ ଥିବାବେଳେ ଲୋକାଲ କଣ୍ଟାକ୍ଟ କେସ୍‌ ରହିଛି ୧୧୨୧। ଖୋର୍ଦ୍ଧାରୁ ଆଜି ମଧ୍ୟ ସର୍ବାଧିକ ୪୮୨ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। କଟକରୁ ୨୩୪, ନୂଆପଡ଼ାରୁ ୧୫୩, ମୟୂରଭଞ୍ଜରୁ ୧୩୪ ଆକ୍ରାନ୍ତ ରହିଛନ୍ତି।…

ଆଜି ରାଜ୍ଯରେ ପୁଣି କରୋନା ନେଲା ଆଉ ୧୦ ଜୀବନ, ମୋଟ ମୃତ୍ୟୁସଂଖ୍ୟା ୨୩୫କୁ ବୃଦ୍ଧି

ଭୁବନେଶ୍ବର : ଆଜି ରାଜ୍ଯରେ ପୁଣି କରୋନା ନେଲା ଆଉ ୧୦ ଜଣଙ୍କ ମୁଣ୍ଡ। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ମୃତ୍ୟୁସଂଖ୍ୟା ୨୩୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଏମାନଙ୍କ ଭିତରୁ ଗଞ୍ଜାମରୁ ୩ ଜଣଙ୍କର ମୃତ୍ଯୁ…

ରାଜ୍ଯରେ ଦିନକରେ କରୋନା ନେଲା ସର୍ବାଧିକ ୧୦ଜଣଙ୍କ ଜୀବନ

ଭୁବନେଶ୍ବର: ଆଜି ରାଜ୍ଯରେ ପୁଣି କରୋନା ନେଲା ଆଉ ୧୦ ଜଣଙ୍କ ମୁଣ୍ଡ। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ମୃତ୍ୟୁସଂଖ୍ୟା ୧୩୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଏମାନଙ୍କ ଭିତରୁ ଗଞ୍ଜାମରୁ ୩, ସୁନ୍ଦରଗଡରୁ ୨,ବାଲେଶ୍ବରରୁ…

ରାଜ୍ଯରେ କରୋନା ନେଲା ଆଉ ୬ଜଣଙ୍କ ମୁଣ୍ଡ, ସମୁଦାୟ ମୃତ୍ୟୁସଂଖ୍ୟା ୧୨୦କୁ ବୃଦ୍ଧି

ଭୁବନେଶ୍ବର: ଆଜି ରାଜ୍ଯରେ ପୁଣି କରୋନା ନେଲା ଆଉ ୬ଜଣଙ୍କ ମୁଣ୍ଡ। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ମୃତ୍ୟୁସଂଖ୍ୟା ୧୨୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଏମାନଙ୍କ ଭିତରୁ ଗଞ୍ଜାମରୁ ୩, ଗଜପତିରୁ ୧, ଭଦ୍ରକରୁ ୧ ଏବଂ…

ଆଜି ଭୁବନେଶ୍ବରରୁ ୨୧ ଏବଂ କଟକରୁ ୩୨ ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର : ଭୁବନେଶ୍ୱରରୁ ୨୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ । ସଙ୍ଗରୋଧରୁ ୧୬, ସ୍ଥାନୀୟ ଅଞ୍ଚଳରୁ ୫ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ୪୯ଜଣ ସଂକ୍ରମିତ। ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ଦିଆଯାଇଛି । ସେହିପରି ସିଏମସିରୁ ୩୨…