Browsing Tag

odisha corona death toll

ରାଜ୍ୟରେ ଗତ ୨୪ ଘଣ୍ଟାରେ ୩୪୨ କରୋନା ପଜିଟିଭ୍ ଚିହ୍ନଟ, ସୁନ୍ଦରଗଡରୁ ସର୍ବାଧିକ ୩୯ଜଣ

ଭୁବନେଶ୍ୱର(କେନ୍ଯୁଜ୍): ରାଜ୍ୟରେ ଧୀରେ ଧୀରେ କମିବାରେ ଲାଗିଛି କରୋନା ସଂକ୍ରମଣ। ଗତ ୨୪ ଘଣ୍ଟାରେ ରାଜ୍ୟରେ ୩୪୨ଟି କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି | ଏମାନଙ୍କ ମଧ୍ୟରୁ ୮୩ ଜଣ ୦ରୁ ୧୮ ବର୍ଷ ମଧ୍ୟରେ ରହିଥିବାବେଳେ, ସଙ୍ଗରୋଧରୁ ୧୯୬ ଓ ସ୍ଥାନୀୟ ସଂକ୍ରମଣରେ ୧୪୬ ଜଣ ରହିଛନ୍ତି ।…

ରାଜ୍ଯରେ ଆଉ ୮୮୬ କରୋନା ପଜିଟିଭ୍ ଚିହ୍ନଟ, ଗଲା ୧୬ ଜୀବନ

ଭୁବନେଶ୍ୱର(କେନ୍ଯୁଜ୍): ରାଜ୍ଯରେ ଆଉ ୮୮୬ କରୋନା ପଜିଟିଭ୍ ଚିହ୍ନଟ, ଗଲା ୧୬ ଜୀବନ । ବହୁତ ଦିନ ପରେ କରୋନା ଆକ୍ରାନ୍ତ ମାମଲାରେ ଦ୍ଵିତୀୟ ସ୍ଥାନକୁ ଖସିଛି ଖୋର୍ଦ୍ଧା । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮୮୬ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୦ରୁ ୧୮ ବର୍ଷ ମଧ୍ୟରେ ୧୬୯ ଜଣ…

ରାଜ୍ୟରେ ପୁଣି ୨୨ କରୋନା ସଂକ୍ରମିତଙ୍କ ମୃତ୍ୟୁ, ବାଲେଶ୍ବର ଜିଲ୍ଲାରୁ ସର୍ବାଧିକ ୬ଜଣଙ୍କ ଗଲା ଜୀବନ

ଭୁବନେଶ୍ବର(କେନ୍ଯୁଜ୍): ରାଜ୍ଯରେ ଗତ ୨୪ ଘଣ୍ଟାରେ ୯୨୫ କରୋନା ପଜିଟିଭ୍ ଚିହ୍ନଟ। ସେହିପରି ରାଜ୍ୟରେ ପୁଣି  ୨୨ କରୋନା ସଂକ୍ରମିତଙ୍କ ଜୀବନ ଯାଇଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁସଂଖ୍ୟା ୮୯୨୬କୁ ବୃଦ୍ଧି…

ରାଜ୍ୟରେ ୧୭ ଶହ ୧୨ କରୋନା ପଜିଟିଭ୍‌ ଚିହ୍ନଟ, ୨୨ମୃତ

ଭୁବନେଶ୍ବର(କେନ୍ଯୁଜ୍): ରାଜ୍ୟରେ ୧୭ ଶହ ୧୨ କରୋନା ପଜିଟିଭ୍‌ ଚିହ୍ନଟ । ଆଜି ଆଉ ୨୨ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଆଜି ମୋଟ ପଜିଟିଭ୍‌ ରେଟ୍‌ ରହିଛି ୨.୫୯ ପ୍ରତିଶତ । ଖୋର୍ଦ୍ଧାରୁ ସର୍ବାଧିକ ୨୫୭ କେସ୍‌ ଚିହ୍ନଟ ହୋଇଛନ୍ତି । ସୁନ୍ଦରଗଡରୁ ୧୪୭, କୋରାପୁଟରୁ ୧୧୮, କଟକରୁ ୧୦୪…

ରାଜ୍ୟରେ ଗତ ୨୪ ଘଣ୍ଟାରେ ୩ ହଜାର ୪୫୦ ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ ୭୧୪ ସଂକ୍ରମିତ

ଭୁବନେଶ୍ବର(କେନ୍ଯୁଜ୍):ରାଜ୍ୟରେ ଲଗାତର ୩ ଦିନ ଧରି ୪ ହଜାର ତଳେ ଦୈନିକ ସଂକ୍ରମଣ। ଗତ ୨୪ ଘଣ୍ଟାରେ ୩ ହଜାର ୪୫୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧାରୁ ସର୍ବାଧିକ ୭୧୪ ସଂକ୍ରମିତ ହୋଇଛନ୍ତି । ସୁନ୍ଦରଗଡରୁ ୨୮୭ ଓ କଟକରୁ ୨୦୨ ନୂଆ କେସ୍‌ ଆସିଛି । ଆକ୍ଟିଭ୍‌ କେସ୍‌ ରହିଛି ୩୭…

ରାଜ୍ଯରେ ଗତ ୨୪ଘଣ୍ଟାରେ ୩୩୨୯ କରୋନା ପଜିଟିଭ୍ ଚିହ୍ନଟ, ୧୮ମୃତ

ଭୁବନେଶ୍ବର(କେନ୍ଯୁଜ୍): ରାଜ୍ୟରେ ଲଗାତାର ୫ ଦିନ ହେଲା ୫ହଜାର ତଳେ ଦୈନିକ ସଂକ୍ରମଣ । ଗତ ୨୪ ଘଣ୍ଟାରେ ୩ ହଜାର ୩୨୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧାରୁ ସର୍ବାଧିକ ୬୪୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ଆକ୍ଟିଭ୍‌ କେସ୍‌ ରହିଛି ୪୭ ହଜାର ୨୧୦। ତେବେ ଗତ ୨୪ ଘଣ୍ଟାରେ…

ରାଜ୍ୟରେ ଗତ ୨୪ ଘଣ୍ଟାରେ ୭ ହଜାର ୨୯୧ ପଜିଟିଭ୍‌ ଚିହ୍ନଟ, ୫ମୃତ

ଭୁବନେଶ୍ବର(କେନ୍ଯୁଜ୍): ରାଜ୍ୟରେ ଲଗାତର ୧୦ ହଜାର ତଳେ ରହିଛି ଦୈନିକ ସଂକ୍ରମଣ । ୨୪ ଘଣ୍ଟାରେ ୭ ହଜାର ୨୯୧ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ସଂକ୍ରମଣ ହାର ରହିଛି ୧୧.୭୬ ପ୍ରତିଶତ । ଆଜି ଆଉ ୫ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଖୋର୍ଦ୍ଧାରୁ ସର୍ବାଧିକ ୧ ହଜାର ୭୦୫ ଚିହ୍ନଟ…

ରାଜ୍ୟରେ ୨୪ ଘଣ୍ଟାରେ ୯ ହଜାର ୮୩୩ ପଜିଟିଭ୍‌, ଗଲା ୬ଜଣଙ୍କ ଜୀବନ

ଭୁବନେଶ୍ବର(କେନ୍ଯୁଜ୍):ରାଜ୍ୟରେ ୧୦ ହଜାର ତଳକୁ ଖସିଲା ଦୈନିକ କରୋନା ସଂକ୍ରମଣ। ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୯ ହଜାର ୮୩୩ ପଜିଟିଭ୍‌ । ଖୋର୍ଦ୍ଧାରୁ ସର୍ବାଧିକ ୨ ହଜାର ୯୪୬ ଆକ୍ରାନ୍ତ ହୋଇଛନ୍ତି । ସୁନ୍ଦରଗଡରୁ ୧୧ଶହ ୩୪ ନୂଆ କେସ୍‌ ଆସିଛି। କଟକରୁ ୭୭୪ ଓ ମୟୂରଭଞ୍ଜରୁ ୨୯୫…

ରାଜ୍ୟରେ ଆଜି ୧୧ ହଜାର ୮୬ ଆକ୍ରାନ୍ତ ଚିହ୍ନଟ, ୪ମୃତ

ଭୁବନେଶ୍ବର(କେନ୍ଯୁଜ୍): ରାଜ୍ୟରେ ଆଜି ୧୧ ହଜାର ଉପରେ ସଂକ୍ରମଣ । ୨୪ ଘଣ୍ଟାରେ ୧୧ ହଜାର ୮୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆଜି ସଂକ୍ରମଣ ହାର ରହିଛି ୧୫.୬୧ ପ୍ରତିିଶତ । ଆଜି ଆଉ ୪ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । କେବଳ ଖୋର୍ଦ୍ଧାରୁ ୩ ହଜାର ୪୬୯ ନୂଆ କେସ୍‌ ଆସିଛି ।…

ରାଜ୍ୟରେ ୨୪ ଘଣ୍ଟାରେ ଆଉ ୪ହଜାର ୮୨୯ କରୋନା ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ ୯୩୩ ଆକ୍ରାନ୍ତ

ଭୁବନେଶ୍ବର(କେନ୍ଯୁଜ୍): ରାଜ୍ୟରେ ପୁଣି କରୋନାର ବଡ ଲମ୍ଫ । ୬ ପ୍ରତିଶତ ଉପରେ ପଜିଟିଭିଟି ରେଟ୍‌ । ୨୪ ଘଣ୍ଟାରେ ଆଉ ୪ହଜାର ୮୨୯ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ଗତକାଲି ସଂକ୍ରମିତ ହୋଇଥିଲେ ୪ ହଜାର ୭୧୪ । ଗତକାଲିର ପଜିଟିଭିଟି ରେଟ୍‌ ଥିଲା ୫.୧୫ ପ୍ରତିଶତ । ଆଜି ମୋଟ ପଜିଟିଭିଟି…

ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୪୧ ଜଣ କରୋନା ପଜିଟିଭ୍ ଚିହ୍ନଟ, ଗଲା ୨ଜୀବନ

ଭୁବନେଶ୍ବର(କେନ୍ଯୁଜ୍): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ  ୧୪୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୮୪ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୫୭ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୧୯ ଜଣ ଶିଶୁ ଓ…

ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୮୬ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ଜଣେ ମୃତ

ଭୁବନେଶ୍ବର(କେନ୍ଯୁଜ୍): ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୮୬ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆଉ ୧ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଖୋର୍ଦ୍ଧାରୁ ୯୪ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଯାହା ମୋଟ ଆକ୍ରାନ୍ତଙ୍କ ୫୦.୫୩ ପ୍ରତିଶତ । ଆଜି ମୋଟ ପଜିଟିଭ୍‌ ରେଟ୍‌ ରହିଛି ୦.୩୪…