୫ଦିନ ପରେ ହଜାରେ ତଳକୁ ଖସିଲା ସଂକ୍ରମଣ: ଗତ ୨୪ ଘଣ୍ଟାରେ ରାଜ୍ୟରେ ୭୩୯ ସଂକ୍ରମିତ ଚିହ୍ନଟ
ଭୁବନେଶ୍ୱର(କେନ୍ୟୁଜ୍): ରାଜ୍ୟରେ ତଳମୁହାଁ କରୋନା ଗ୍ରାଫ୍ । ୫ଦିନ ପରେ ହଜାରେ ତଳକୁ ଖସିଲା ସଂକ୍ରମଣ । ୨୪ ଘଣ୍ଟାରେ ରାଜ୍ୟରେ ୭୩୯ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଗତକାଲି ଏହି ସଂଖ୍ୟା ଥିଲା ୧୦୧୧।
କ୍ୱାରେଣ୍ଟିନରୁ ୪୩୨ ଓ ଲୋକାଲ କଣ୍ଟାକ୍ଟ କେସ୍ ୩୦୭ ପଜିଟିଭ ଚିହ୍ନଟ ହୋଇଛନ୍ତି ।…