ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୮୬ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ଜଣେ ମୃତ
ଭୁବନେଶ୍ବର(କେନ୍ଯୁଜ୍): ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୮୬ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆଉ ୧ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଖୋର୍ଦ୍ଧାରୁ ୯୪ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଯାହା ମୋଟ ଆକ୍ରାନ୍ତଙ୍କ ୫୦.୫୩ ପ୍ରତିଶତ । ଆଜି ମୋଟ ପଜିଟିଭ୍ ରେଟ୍ ରହିଛି ୦.୩୪…