Browsing Tag

odisha corona death

ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୫ ଶହ ୭୨ ପଜିଟିଭ୍‌ ଚିହ୍ନଟ, ୨୦ ମୃତ୍ୟୁ

ଭୁବନେଶ୍ବର(କେନ୍ଯୁଜ୍): ୨୪ ଘଣ୍ଟାରେ ରାଜ୍ୟରେ ୧୫ ଶହ ୭୨ ପଜିଟିଭ୍‌ ଚିହ୍ନଟ । ଆଜି ମୋଟ ପଜିଟିଭ୍‌ ରେଟ୍‌ ରହିଛି ୨.୩୦ ପ୍ରତିଶତ । ଖୋର୍ଦ୍ଧାରୁ ସର୍ବାଧିକ ୨୩୩ ପଜିଟିଭ ଚିହ୍ନଟ ହେଇଛନ୍ତି । କଟକରୁ ୧୬୧, ସୁନ୍ଦରଗଡରୁ ୧୧୩, କୋରାପୁଟ ୮୭, ରାୟଗଡାରୁ ୭୪ ପଜିଟିଭ୍‌ ବାହାରିଛନ୍ତି । ଏହାସହ…

ରାଜ୍ୟରେ ଗତ ୨୪ ଘଣ୍ଟାରେ ୨ ହଜାର ୮୫ ପଜିଟିଭ୍‌ ଚିହ୍ନଟ, ୫୬ ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ବର(କେନ୍ଯୁଜ୍): ପୁଣି ୨ ହଜାର ଉପରେ ଦୈନିକ ସଂକ୍ରମଣ । ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୨ ହଜାର ୮୫ ପଜିଟିଭ୍‌ ଚିହ୍ନଟ । ଆଉ ୫୬ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଆଜି ପଜିଟିଭିଟି ରେଟ୍‌ ରହିଛି ୨.୯୫ ପ୍ରତିଶତ । ଯାହାକି ଗତକାଲି ଥିଲା ୨.୩୬ ପ୍ରତିଶତ । ୨୪ ଘଣ୍ଟାରେ ୭୦…

ଗତ ୨୪ ଘଣ୍ଟାରେ ରାଜ୍ଯରେ ୩ହଜାର ୩୧୯ନୂଆ ପଜିଟିଭ୍‌ ଚିହ୍ନଟ, ୪୩ ମୃତ

ଭୁବନେଶ୍ବର(କେନ୍ଯୁଜ୍):ରାଜ୍ୟରେ ଗତ ୨୪ ଘଣ୍ଟାରେ ୩ହଜାର ୩୧୯ନୂଆ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଆଉ ୪୩ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ । ଆଜି ପଜିଟିଭିଟି ରେଟ୍‌ ରହିଛି ୫.୦୨ ପ୍ରତିଶତ । ଯାହାକି ଗତକାଲି ଥିଲା ୪.୯୮ ପ୍ରତିଶତ । ୨୪ ଘଣ୍ଟାରେ ୬୬ ହଜାର ୧୦୯ ଟେଷ୍ଟିଂ ହୋଇଥିବାବେଳେ ୫.୦୨…

ଗତ ୨୪ ଘଣ୍ଟା ଭିତରେ ୨୬ ଜଣଙ୍କ ଜୀବନ ନେଲା କରୋନା, ସୂଚନା ଦେଲା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ

ଭୁବନେଶ୍ୱର(କେନ୍ୟୁଜ): ଗତ ୨୪ ଘଣ୍ଟା ଭିତରେ ରାଜ୍ୟରେ ୨୬ ଜଣଙ୍କ ଜୀବନ ନେଇଛି ମାରାତ୍ମକ କରୋନା । ମୃତକଙ୍କ ମଧ୍ୟରୁ ଭୁବନେଶ୍ୱରରୁ ୩ ଜଣ,  ବୌଦ୍ଧରୁ ଜଣେ, ଗଜପତିରୁ ଜଣେ, ଗଂଜାମରୁ ୩ଜଣ, କଳାହାଣ୍ଡିରୁ ୪ ଜଣ, ଖୋର୍ଦ୍ଧାରୁ ୩, କୋରାପୁଟରୁ ୧, ନୂଆପଡ଼ାରୁ ୧, ଅନୁଗୁଳୁର ୨ ଜଣ, ବାଲେଶ୍ୱରରୁ…

ଆଜି ରାଜ୍ଯରେ ୧୭୮୪ କରୋନା ପଜିଟିଭ୍ ଚିହ୍ନଟ, ଗଲା ୨ଜଣଙ୍କ ଜୀବନ

ଭୁବନେଶ୍ବର: ରାଜ୍ୟରେ ଆଉ ୧୭୮୪ ନୂଆ କରୋନା ପଜିଟିଭ୍‌ ଚିହ୍ନଟ। ଆଉ ୨ ଜଣ କରୋନା ଆକ୍ରାନ୍ତଙ୍କ ଜୀବନ ନେଇଛି ମାରାତ୍ମକ ଭାଇରସ୍‌। ମୃତକ ଦୁଇ ଜଣ ଭଦ୍ରକ ଓ ବଲାଙ୍ଗିର ଜିଲ୍ଲାର। କ୍ୱାରେଣ୍ଟାଇନ୍‌ରୁ ୧୦୩୫ ଓ ଲୋକାଲ କଣ୍ଟାକ୍ଟ କେସ୍‌ ରହିଛି ୭୪୯। ନୂଆପଡ଼ା ଜିଲ୍ଲାରୁ ସର୍ବାଧିକ ୩୦୩ ନୂଆ…

ଆଜି ରାଜ୍ଯରେ କରୋନା ନେଲା ଜଣଙ୍କ ଜୀବନ, ମୃତକ ପୁରୀ ଜିଲ୍ଲାର ଜଣେ ୨୮ ବର୍ଷର ଯୁବକ

ଭୁବନେଶ୍ବର: ଆଜି ରାଜ୍ଯରେ କରୋନା ନେଲା ଜଣଙ୍କ ଜୀବନ। ମୃତକ ହେଉଛନ୍ତି ପୁରୀ ଜିଲ୍ଲାର ଜଣେ ୨୮ ବର୍ଷର ଯୁବକ। ଏହାକୁ ମିଶାଇ ରାଜ୍ଯରେ ସମୁଦାୟ ମୃତକ ସଂଖ୍ଯା ୧୯୨୩ରେ ପହଁଚିଛି । ସେହିପରି ଆଜି ରାଜ୍ୟରେ ରେକର୍ଡ ଭାଙ୍ଗିଛି କରୋନା ପଜିଟିଭ୍ ସଂଖ୍ଯା‌ । ଦିନକରେ ୮୦୦ ଶହ ପାଖାପାଖି…

ଆଜି ରାଜ୍ୟରେ ଚିହ୍ନଟ ହେଲେ ୫୮ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜ୍ୟରେ ଚିହ୍ନଟ ହେଲେ ୫୮ ଜଣ କରୋନା ଆକ୍ରାନ୍ତ । ସଂଗରୋଧ କେନ୍ଦ୍ରରୁ ୩୫ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୨୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୬ହଜାର ୦୪୨କୁ ବୃଦ୍ଧି ପାଇଛି। ସେହିପରି ସୁସ୍ଥ ହେଲେଣି…

ଆଜି ରାଜ୍ୟରେ ଆଉ ୧୦୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର: ଆଜି ରାଜ୍ୟରେ ଚିହ୍ନଟ ହେଲେ ୧୦୫ ଜଣ କରୋନା ଆକ୍ରାନ୍ତ । ସଂଗରୋଧ କେନ୍ଦ୍ରରୁ ୬୩ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୪୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୫ହଜାର୭୯୭କୁ ବୃଦ୍ଧି ପାଇଛି। ସେହିପରି ସୁସ୍ଥ ହେଲେଣି…

ରାଜ୍ଯରେ ଆଜି ୩୬୪ କରୋନା ପଜିଟିଭ୍ ଚିହ୍ନଟ, ମୃତ୍ୟୁ ସଂଖ୍ୟା ୧୮୪୬କୁ ବୃଦ୍ଧି

ଭୁବନେଶ୍ବର: ରାଜ୍ଯରେ ଆଜି ୩୬୪କରୋନା ପଜିଟିଭ୍ ଚିହ୍ନଟ। ଏମାନଙ୍କ ଭିତରୁ କ୍ବାରେଣ୍ଟାଇନ୍ ସେଣ୍ଟରରୁ ୨୧୦, ଏବଂ ଲୋକାଲ୍ କେସରୁ ୧୫୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୨୭ହଜାର ୨୭୯କୁ ବୃଦ୍ଧି ପାଇଛି। ସେହିପରି ସୁସ୍ଥ ହେଲେଣି…

ରାଜ୍ଯରେ ଆଜି ୨୬୭୩ କରୋନା ପଜିଟିଭ୍ ଚିହ୍ନଟ, ଗଲା ୧୬ଜଣଙ୍କ ଜୀବନ

ଭୁବନେଶ୍ବର: ରାଜ୍ଯରେ ଆଜି ୨୬୭୩ କରୋନା ପଜିଟିଭ୍ ଚିହ୍ନଟ। କ୍ୱାରେଣ୍ଟାଇନ୍‌ରୁ ୧୫୫୪ ଚିହ୍ନଟ ହୋଇଥିବାବେଳେ ଲୋକାଲ କେସ୍‌ ରହିଛି ୧୧୧୯ । ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪୪୮ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେହିପରି କଟକରୁ ୨୧୪, ନୂଆପଡ଼ାରୁ ୧୫୯, କେନ୍ଦ୍ରାପଡ଼ାରୁ ୧୫୧, ଅନୁଗୁଳରୁ…

ଆଜି ରାଜ୍ଯରେ ୩୨୩୫ କରୋନା ପଜିଟିଭ୍ ଚିହ୍ନଟ , ଗଲା ୧୬ଜଣଙ୍କ ଜୀବନ

ଭୁବନେଶ୍ବର: ରାଜ୍ୟରେ ଆଉ ୩୨୩୫ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। କ୍ୱାରେଣ୍ଟାଇନ୍‌ରୁ ୧୯୧୫, ଲୋକାଲ କେସ୍‌ ୧୩୨୦ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧା ଜିଲ୍ଲାରୁ ଆଜି ମଧ୍ୟ ସର୍ବାଧିକ ୫୦୬ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। କଟକରୁ ୩୧୮ , ଅନୁଗୁଳରୁ ୧୭୯ ଓ ବରଗଡରୁ ୧୩୭ ଚିହ୍ନଟ ହୋଇଛନ୍ତି।…

ରାଜ୍ୟରେ ଆଜି ୧୦ଜଣଙ୍କ ଜୀବନ ନେଲା କରୋନା, ମୋଟ୍ ମୃତ୍ୟୁସଂଖ୍ୟା ୩୯୦ରେ ପହଁଚିଲା

ଭୁବନେଶ୍ବର: ରାଜ୍ୟରେ ଆଜି ୧୦ଜଣଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ କୋଭିଡ୍ ଜନିତ ମୃତ୍ୟୁସଂଖ୍ୟା ୩୯୦ରେ ପହଁଚିଛି। ଏମାନଙ୍କ ଭିତରୁ ଗଞ୍ଜାମ ୪, ଭୁବନେଶ୍ବରରୁ ୨ଜଣଙ୍କର ମୃତ୍ଯୁ ହୋଇଛି । ସେହିପରି ଅନୁଗୁଳ,କୋରାପୁଟ,ନୟାଗଡ ଓ ସୋନପୁର ମୃତ୍ଯୁ ହୋଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ…