Browsing Tag

odisha corona guideline

ରାଜ୍ଯରେ ଗତ ୨୪ ଘଣ୍ଟାରେ ୧୬୪୮ ପଜିଟିଭ୍ ଚିହ୍ନଟ, ୫୮ ଆକ୍ରାନ୍ତ ମୃତ

ଭୁବନେଶ୍ବର(କେନ୍ଯୁଜ୍): ରାଜ୍ୟରେ ପୁଣି ୨ହଜାର ତଳକୁ ଖସିଲା ଦୈନିକ ସଂକ୍ରମଣ । ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୬ଶହ ୪୮ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। କଟକରୁ ସର୍ବାଧିକ ୩୩୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧାରୁ ୨୩୦, ଯାଜପୁରରୁ ୧୧୩, ଜଗତସିଂହପୁରରୁ ୧୧୨ ଆକ୍ରାନ୍ତ ଚିହ୍ନଟ…

ଏଣିକି ଟ୍ରେନରେ ଓଡ଼ିଶା ଆସିଲେ RTPCR ଟେଷ୍ଟ ନେଗେଟିଭ ରିପୋର୍ଟ ବାଧ୍ୟତାମୂଳକ, ଆଜିଠୁ ନିୟମ କାର୍ଯ୍ୟକାରୀ

ଭୁବନେଶ୍ବର: ଏଣିକି ଟ୍ରେନରେ ଓଡ଼ିଶା ଆସିଲେ RTPCR ଟେଷ୍ଟ ନେଗେଟିଭ ରିପୋର୍ଟ ବାଧ୍ୟତାମୂଳକ । ଟିକା ନେଇଥିବା ପ୍ରମାଣପତ୍ର ଦାଖଲ କରିବା ବାଧ୍ୟତାମୂଳକ । ଦେଶର ଯେକୌଣସି ରାଜ୍ୟ କିମ୍ବା କେନ୍ଦ୍ରଶାସିତ ଅଞ୍ଚଳରୁ ଓଡ଼ିଶାକୁ ଆସୁଥିବା ଯାତ୍ରୀଙ୍କ ପାଇଁ ଏହି ନିୟମ ଲାଗୁ ହୋଇଛି । ଆଜିଠୁ ଏହି…

କୋଭିଡ ଗାଇଡଲାଇନ ନେଇ ସମସ୍ତ ଜିଲ୍ଲା ଶିକ୍ଷାଅଧିକାରୀଙ୍କୁ ଗଣଶିକ୍ଷା ବିଭାଗର ଚିଠି, ଶିକ୍ଷାନୁଷ୍ଠାନରେ କୋଭିଡ ନିୟମ…

ଭୁବନେଶ୍ବର: କୋଭିଡ ଗାଇଡଲାଇନ କଡାକଡି ପାଳନ ନେଇ ଗଣଶିକ୍ଷା ବିଭାଗର ପଦକ୍ଷେପ । ସମସ୍ତ ଜିଲ୍ଲା ଶିକ୍ଷାଅଧିକାରୀଙ୍କୁ ଗଣଶିକ୍ଷା ବିଭାଗର ଚିଠି । ଶିକ୍ଷାନୁଷ୍ଠାନରେ କୋଭିଡ ନିୟମ କଡ଼ାକଡ଼ି ପାଳନ କରିବାକୁ ନିର୍ଦ୍ଦେଶ । ମାସ୍କ ପିନ୍ଧିବା, ସାମାଜିକ ଦୂରତା ପାଳନ କରିବା ବାଧ୍ୟତାମୂଳକ ।…

ଆଜିଠୁ ଆରମ୍ଭ ଅନଲକ୍-୩.୦: କିଛି କଟକଣା କୋହଳ, ଆଉ କିଛି କଠୋର

ଭୁବନେଶ୍ବର: ଆଜିଠୁ ଆରମ୍ଭ ଅନଲକ୍-୩.୦। ରାଜ୍ୟରେ ଅଗଷ୍ଟ ୩୧ ତାରିଖ ଯାଏ ରାଜ୍ୟରେ ଜାରି ରହିବ ନାଇଟ୍‌ କର୍ଫ୍ୟୁ । ରାତି ୯ଟାରୁ ସକାଳ ୫ଟା ପର୍ଯ୍ୟନ୍ତ ନାଇଟ୍‌ କର୍ଫ୍ୟୁ ପୂର୍ବଭଳି ବଳବତ୍ତର ରହିବ । କେବଳ ଅତ୍ୟାବଶ୍ୟକ ସେବାକୁ ଅନୁମତି ଦିଆଯାଇଛି । କଣ୍ଟେନମେଣ୍ଟ ଜୋନରେ କଟକଣା ଜାରି ରହିବ…