Browsing Tag

odisha corona latest update

ରାଜ୍ୟରେ ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୪୦୧ ନୂଆ ଆକ୍ରାନ୍ତ, ୧୮ ବର୍ଷରୁ କମ୍ ବୟସ ବର୍ଗରେ ଅଛନ୍ତି ୪୪ ଜଣ

ଭୁବନେଶ୍ୱର(କେନ୍ୟୁଜ୍): ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ୪୦୦ ପାର୍‌। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୪୦୧ ନୂଆ ଆକ୍ରାନ୍ତ। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୯୪ ପଜିଟିଭ୍‌ ରହିଛନ୍ତି। କଟକରୁ ୬୪ ନୂଆ କେସ୍‌ ରହିଛି। ୧୮ ବର୍ଷରୁ କମ୍ ବୟସ ବର୍ଗରେ ରହିଛନ୍ତି ୪୪ ଜଣ। ସକ୍ରିୟ…

ରାଜ୍ୟରେ ୨୪ ଘଣ୍ଟାରେ ୯ ହଜାର ୮୩୩ ପଜିଟିଭ୍‌, ଗଲା ୬ଜଣଙ୍କ ଜୀବନ

ଭୁବନେଶ୍ବର(କେନ୍ଯୁଜ୍):ରାଜ୍ୟରେ ୧୦ ହଜାର ତଳକୁ ଖସିଲା ଦୈନିକ କରୋନା ସଂକ୍ରମଣ। ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୯ ହଜାର ୮୩୩ ପଜିଟିଭ୍‌ । ଖୋର୍ଦ୍ଧାରୁ ସର୍ବାଧିକ ୨ ହଜାର ୯୪୬ ଆକ୍ରାନ୍ତ ହୋଇଛନ୍ତି । ସୁନ୍ଦରଗଡରୁ ୧୧ଶହ ୩୪ ନୂଆ କେସ୍‌ ଆସିଛି। କଟକରୁ ୭୭୪ ଓ ମୟୂରଭଞ୍ଜରୁ ୨୯୫…

ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୫୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ଜଣେ ମୃତ

ଭୁବନେଶ୍ବର(କେନ୍ଯୁଜ୍): ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୫୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ । ଆଜି ଆଉ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଖୋର୍ଦ୍ଧାରୁ ୬୩ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଯାହା ମୋଟ ଆକ୍ରାନ୍ତଙ୍କ ୪୧.୭୨ ପ୍ରତିଶତ । ଆଜି ମୋଟ ପଜିଟିଭିଟି ୦.୩୨ ପ୍ରତିଶତ ।…

ରାଜ୍ୟରେ ଗତ ୨୪ ଘଣ୍ଟାରେ ୨୨୬ କରୋନା ପଜିଟିଭ ଚିହ୍ନଟ, ୨ମୃତ

ଭୁବନେଶ୍ବର(କେନ୍ଯୁଜ୍): ରାଜ୍ୟରେ ଗତ ୨୪ ଘଣ୍ଟାରେ ୨୨୬ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତିି । କେବଳ ଖୋର୍ଦ୍ଧାରୁ ୧୧୪ ନୂଆ କେସ୍‌ ରହିଛି । ଯାହା ମୋଟ ଆକ୍ରାନ୍ତଙ୍କ ୫୦.୪୪ ପ୍ରତିଶତ । ଆଜି ମୋଟ ପଜିଟିଭିଟି ରେଟ୍‌ ରହିଛି ୦.୩୭ ପ୍ରତିଶତ । ସଂକ୍ରମିତଙ୍କ ମଧ୍ୟରୁ ୦ରୁ ୧୮ ବର୍ଷ ବୟସ୍କଙ୍କ…

ରାଜ୍ୟରେ ଗତ ୨୪ ଘଣ୍ଟାରେ ୧ ହଜାର ୧୨୯ ପଜିଟିଭ୍‌ ଚିହ୍ନଟ, ୬୯ ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ବର(କେନ୍ଯୁଜ୍): ରାଜ୍ୟରେ ୨ ପ୍ରତିଶତ ତଳେ ରହିଛି ଦୈନିକ ସଂକ୍ରମଣ। ଗତ ୨୪ ଘଣ୍ଟାରେ ୧ ହଜାର ୧୨୯ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଆଉ ୬୯ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ୬ ହଜାର ଟପିଲା ମୃତ୍ୟୁସଂଖ୍ୟା। ଏପର୍ଯ୍ୟନ୍ତ ମୋଟ ୬ହଜାର ୧୦୨ ଜଣଙ୍କ ଜୀବନ ନେଇଛି ମାରାତ୍ମକ ଭାଇରସ୍‌।…

ଆଜି ରାଜ୍ଯରେ ୩୦ଟି ଜିଲ୍ଲାରୁ ୩୨୫୨ କରୋନା ପଜିଟିଭ୍ ଚିହ୍ନଟ, ଦିନକରେ ସର୍ବାଧିକ ୧୪ମୃତ

ଭୁବନେଶ୍ବର: ଆଜି ରାଜ୍ଯରେ ୩୨୫୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସମୁଦାୟ ୩୦ଟି ଜିଲ୍ଲାରୁ ଏହି ସମସ୍ତ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ଭିତରୁ କ୍ବାରେଣ୍ଟାଇନରୁ ୧୯୮୭ ଏବଂ ଲୋକାଲ୍ କେସରୁ ୧୨୬୫ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ଯରେ ମୋଟ କରୋନା…

ସ୍ୱାସ୍ଥ୍ୟ ବିଭାଗର ୧୦ ଜଣ କର୍ମଚାରୀ କରୋନା ଆକ୍ରାନ୍ତ, ଘରେ ରହି ଅନ୍‌ଲାଇନ୍‌ ମାଧ୍ୟମରେ କରୁଛନ୍ତି କାମ

ଭୁବନେଶ୍ବର: ସ୍ୱାସ୍ଥ୍ୟ ବିଭାଗରୁ ୧୦ ଜଣ କର୍ମଚାରୀ କରୋନା ଆକ୍ରାନ୍ତ । ପଜିଟିଭ ବାହାରିବା ପରେ ଏବେ ଘରେ ରହି ଅନ୍‌ଲାଇନ୍‌ ମାଧ୍ୟମରେ ସେମାନେ କାମ କରୁଛନ୍ତି । ସ୍ୱାସ୍ଥ୍ୟ ବିଭାଗର ଏହି କର୍ମଚାରୀଙ୍କୁ ଅନ୍‌ଲାଇନ୍‌ କାମ କରିବା ପାଇଁ ସମସ୍ତ ସୁବିଧା ଯୋଗାଇ ଦିଆଯାଉଛି। ସ୍ୱାସ୍ଥ୍ୟ ବିଭାଗ…

ଆଜି ରାଜ୍ଯରେ ପୁଣି କରୋନା ନେଲା ଆଉ ୧୦ ଜୀବନ, ମୋଟ ମୃତ୍ୟୁସଂଖ୍ୟା ୨୩୫କୁ ବୃଦ୍ଧି

ଭୁବନେଶ୍ବର : ଆଜି ରାଜ୍ଯରେ ପୁଣି କରୋନା ନେଲା ଆଉ ୧୦ ଜଣଙ୍କ ମୁଣ୍ଡ। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ମୃତ୍ୟୁସଂଖ୍ୟା ୨୩୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଏମାନଙ୍କ ଭିତରୁ ଗଞ୍ଜାମରୁ ୩ ଜଣଙ୍କର ମୃତ୍ଯୁ…