Browsing Tag

odisha corona new cases

ଗତ ୨୪ ଘଣ୍ଟାରେ ରାଜ୍ୟରେ ୬୦୨ ଜଣ କରୋନା ପଜିଟିଭ୍ ଚିହ୍ନଟ, ୧୮ ବର୍ଷରୁ କମ୍ ୯୬ ଜଣ

ଭୁବନେଶ୍ବର(କେନ୍ଯୁଜ୍): ଗତ ୨୪ ଘଣ୍ଟାରେ ରାଜ୍ୟରେ ୬୦୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୩୫୩ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୨୪୯ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ୬୦୨ ଜଣ କରୋନା ପଜିଟିଭଙ୍କ ଭିତରୁ ୧୮ ବର୍ଷରୁ କମ୍ ବୟର…

ରାଜ୍ୟରେ ଗତ ୨୪ ଘଣ୍ଟାରେ ୧ ହଜାର ୫୭୮ ପଜିଟିଭ୍‌ ଚିହ୍ନଟ, ୬୮ମୃତ

ଭୁବନେଶ୍ବର(କେନ୍ଯୁଜ୍): ରାଜ୍ୟରେ ଗତ ୨୪ ଘଣ୍ଟାରେ ୧ ହଜାର ୫୭୮ ପଜିଟିଭ୍‌ ଚିହ୍ନଟ । ଆଉ ୬୮ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଆଜି ପଜିଟିଭିଟି ରେଟ୍‌ ରହିଛି ୨.୧୮ ପ୍ରତିଶତ । ଯାହାକି ଗତକାଲି ଥିଲା ୨.୦୫ ପ୍ରତିଶତ । ୨୪ ଘଣ୍ଟାରେ ୭୨ ହଜାର ୨୩୩ ଟେଷ୍ଟିଂ ହୋଇଛି । ଖୋର୍ଦ୍ଧାରୁ…

ରାଜ୍ୟରେ ୨୪ ଘଣ୍ଟାରେ ଆଉ ୨ ହଜାର ୯୫୭ ପଜିଟିଭ୍‌ ଚିହ୍ନଟ, ୩୮ ମୃତ

ଭୁବନେଶ୍ବର(କେନ୍ଯୁଜ୍): ରାଜ୍ୟରେ ୩ ହଜାର ତଳକୁ ଖସିଲା ଦୈନିକ ସଂକ୍ରମଣ। ୨୪ ଘଣ୍ଟାରେ ଆଉ ୨ ହଜାର ୯୫୭ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ଆଉ ୩୮ କରୋନା ଆକ୍ରାନ୍ତଙ୍କ ଜୀବନ ନେଇଛି ଭାଇରସ୍‌ । ଆଜି ପଜିଟିଭିଟି ରେଟ୍‌ ରହିଛି ୪.୭୯ ପ୍ରତିଶତ । ଯାହାକି ଗତକାଲି ଥିଲା ୪.୯୬ ପ୍ରତିଶତ । ୬୧…

ରାଜ୍ୟରେ ପାଖାପାଖି ୩ ପ୍ରତିଶତ ଖସିଲା ସଂକ୍ରମଣ, ଆଜି ରାଜ୍ୟରେ ୧୧,୦୫୯ ପଜିଟିଭ ଚିହ୍ନଟ

ଭୁବନେଶ୍ୱର(କେନ୍ୟୁଜ): ରାଜ୍ୟରେ ପାଖାପାଖି ୩ ପ୍ରତିଶତ ଖସିଲା ସଂକ୍ରମଣ । ଗତ ୨୪ ଘଣ୍ଟାରେ ଆଉ ୧୧,୦୫୯ ପଜିଟିଭ୍‌ ଚିହ୍ନଟ । ଆଜି ରାଜ୍ୟରେ କରୋନା ନେଲା ୩୨ ଜୀବନ । ଆଜି କଟକରୁ ସର୍ବାଧିକ ୧୧୩୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଗତକାଲି ଏହି ସଂଖ୍ୟା ଥିଲା ୧୦୭୩ । ଖୋର୍ଦ୍ଧାରେ କମିଛି…

ରାଜ୍ଯରେ ଆଜି ୨୬୭୩ କରୋନା ପଜିଟିଭ୍ ଚିହ୍ନଟ, ଗଲା ୧୬ଜଣଙ୍କ ଜୀବନ

ଭୁବନେଶ୍ବର: ରାଜ୍ଯରେ ଆଜି ୨୬୭୩ କରୋନା ପଜିଟିଭ୍ ଚିହ୍ନଟ। କ୍ୱାରେଣ୍ଟାଇନ୍‌ରୁ ୧୫୫୪ ଚିହ୍ନଟ ହୋଇଥିବାବେଳେ ଲୋକାଲ କେସ୍‌ ରହିଛି ୧୧୧୯ । ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪୪୮ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେହିପରି କଟକରୁ ୨୧୪, ନୂଆପଡ଼ାରୁ ୧୫୯, କେନ୍ଦ୍ରାପଡ଼ାରୁ ୧୫୧, ଅନୁଗୁଳରୁ…

ରାଜ୍ଯରେ ଆଜି ୧୫୦୩ ପଜିଟିଭ୍ ଚିହ୍ନଟ : କ୍ୱାରେଣ୍ଟାଇନ୍ ସେଣ୍ଟରରୁ ୧୦୦୨ ଓ ଲୋକାଲ କେସ୍ ରୁ ୫୦୧ ଜଣ ସଂକ୍ରମିତ

ଭୁବନେଶ୍ବର: ରାଜ୍ଯରେ ଆଜି ୧୫୦୩ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ଭିତରୁ ୧୦୦୨ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ଏବଂ ୫୦୧ ଲୋକାଲ କେସ୍ ରୁ ଚିହ୍ନଟ ହୋଇଥିବାନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସମୁଦାୟ ୨୮ଟି ଜିଲ୍ଲାରୁ ଏହି ସମସ୍ତ ନୂଆ ସଂକ୍ରମିତ…

ଆଜି ରାଜ୍ଯର ୩୦ଟି ଜିଲ୍ଲାରୁ ୧୩୭୬ କରୋନା ପଜିଟିଭ୍ ଚିହ୍ନଟ, ମୋଟ ଆକ୍ରାନ୍ତଙ୍କ ସଂଖ୍ଯା ୨୫୩୮୯କୁ ବୃଦ୍ଧି

ଭୁବନେଶ୍ବର: ରାଜ୍ଯରେ ଆଜି ୧୩୭୬ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ଭିତରୁ ୯୧୭ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ଏବଂ ୪୫୯ ଲୋକାଲ କେସ୍ ରୁ ଚିହ୍ନଟ ହୋଇଥିବାନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସମୁଦାୟ ୩୦ଟି ଜିଲ୍ଲାରୁ ଏହି ସମସ୍ତ ନୂଆ ସଂକ୍ରମିତ…

ଆଜି ରାଜ୍ଯରେ ସର୍ବାଧିକ ୧୦୭୮ କରୋନା ପଜିଟିଭ୍ ଚିହ୍ନଟ, ମୋଟ୍ ଆକ୍ରାନ୍ତଙ୍କ ସଂଖ୍ଯା ୧୯୮୩୫କୁ ବୃଦ୍ଧି 

ଭୁବନେଶ୍ବର: ରାଜ୍ଯରେ ରେକର୍ଡ ଭାଙ୍ଗିଲା କରୋନା ମହାମାରୀ । ଆଜି ସର୍ବାଧିକ ୧୦୭୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସଂଗରୋଧ କେନ୍ଦ୍ରରୁ ୭୨୧ ଓ ସ୍ଥାନୀୟ ଅଞ୍ଚଳରୁ ୩୫୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସମୁଦାୟ ୨୮ଟି ଜିଲ୍ଲାରୁ ଏହି ସମସ୍ତ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ…

ରାଜ୍ଯରେ ଆଉ ୧୪୧ ନୂଆ କରୋନା ପଜିଟିଭ୍ ଚିହ୍ନଟ, ମୋଟ ଆକ୍ରାନ୍ତଙ୍କ ସଂଖ୍ଯା ୨୨୪୫କୁ ବୃଦ୍ଧି

ଭୁବନେଶ୍ବର: ରାଜ୍ଯରେ ଆଉ ୧୪୧ ନୂଆ କରୋନା ପଜିଟିଭ୍ ଚିହ୍ନଟ। ଏହାକୁ ମିଶାଇ ରାଜ୍ଯରେ ମୋଟ ଆକ୍ରାନ୍ତଙ୍କ ସଂଖ୍ଯା ୨୨୪୫କୁ ବୃଦ୍ଧି ପାଇଛି । ଏହି ନୂଆ ସଂକ୍ରମିତଙ୍କ ଭିତରୁ ୧୧୦ଜଣ କ୍ବାରେଣ୍ଟାଇନରେ ଥିବାବେଳେ, ୩୧ଜଣ ସ୍ଥାନୀୟ ଅଞ୍ଚଳର ହୋଇଥିବାନେଇ ସ୍ବାସ୍ଥ୍ଯ ଓ ପରିବାର କଲ୍ଯାଣ ବିଭାଗ…