Browsing Tag

odisha corona positive new cases

ଆଜି ରାଜ୍ୟରେ ୨୧୯୬ କରୋନା ପଜିଟିଭ୍‌ ଚିହ୍ନଟ, ଗଲା ୧୭ଜଣଙ୍କ ଜୀବନ

ଭୁବନେଶ୍ବର: ରାଜ୍ୟରେ କମୁଛି କରୋନା ସଂକ୍ରମିତଙ୍କ ସଂଖ୍ଯା‌। ଆଜି ଆଉ ୨୧୯୬ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। କ୍ୱାରେଣ୍ଟାଇନ୍‌ରୁ ୧୨୭୪ ରହିଥିବାବେଳେ ଲୋକାଲ କଣ୍ଟାକ୍ଟ କେସ୍‌ ରହିଛି ୯୨୨। ଖୋର୍ଦ୍ଧା ଜିଲ୍ଲାରୁ ଆଜି ମଧ୍ୟ ସର୍ବାଧିକ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। କଟକରୁ ୧୭୫, ସୁନ୍ଦରଗଡ଼ରୁ…

ରାଜ୍ଯରେ ଆଜି ୨୬୭୩ କରୋନା ପଜିଟିଭ୍ ଚିହ୍ନଟ, ଗଲା ୧୬ଜଣଙ୍କ ଜୀବନ

ଭୁବନେଶ୍ବର: ରାଜ୍ଯରେ ଆଜି ୨୬୭୩ କରୋନା ପଜିଟିଭ୍ ଚିହ୍ନଟ। କ୍ୱାରେଣ୍ଟାଇନ୍‌ରୁ ୧୫୫୪ ଚିହ୍ନଟ ହୋଇଥିବାବେଳେ ଲୋକାଲ କେସ୍‌ ରହିଛି ୧୧୧୯ । ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪୪୮ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେହିପରି କଟକରୁ ୨୧୪, ନୂଆପଡ଼ାରୁ ୧୫୯, କେନ୍ଦ୍ରାପଡ଼ାରୁ ୧୫୧, ଅନୁଗୁଳରୁ…

ସ୍ୱାସ୍ଥ୍ୟ ବିଭାଗର ୧୦ ଜଣ କର୍ମଚାରୀ କରୋନା ଆକ୍ରାନ୍ତ, ଘରେ ରହି ଅନ୍‌ଲାଇନ୍‌ ମାଧ୍ୟମରେ କରୁଛନ୍ତି କାମ

ଭୁବନେଶ୍ବର: ସ୍ୱାସ୍ଥ୍ୟ ବିଭାଗରୁ ୧୦ ଜଣ କର୍ମଚାରୀ କରୋନା ଆକ୍ରାନ୍ତ । ପଜିଟିଭ ବାହାରିବା ପରେ ଏବେ ଘରେ ରହି ଅନ୍‌ଲାଇନ୍‌ ମାଧ୍ୟମରେ ସେମାନେ କାମ କରୁଛନ୍ତି । ସ୍ୱାସ୍ଥ୍ୟ ବିଭାଗର ଏହି କର୍ମଚାରୀଙ୍କୁ ଅନ୍‌ଲାଇନ୍‌ କାମ କରିବା ପାଇଁ ସମସ୍ତ ସୁବିଧା ଯୋଗାଇ ଦିଆଯାଉଛି। ସ୍ୱାସ୍ଥ୍ୟ ବିଭାଗ…

ରାଜ୍ଯରେ ଆଜି ୧୩୩୭ ପଜିଟିଭ୍ ଚିହ୍ନଟ, ମୋଟ ସଂକ୍ରମିତଙ୍କ ସଂଖ୍ଯା ୩୯,୦୧୮କୁ ବୃଦ୍ଧି

ଭୁବନେଶ୍ବର: ରାଜ୍ଯରେ ଆଜି ୧୩୩୭ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ଭିତରୁ ୮୧୫ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ଏବଂ ଲୋକାଲ କେସ୍ ରୁ ୫୨୨ ଜଣ ଚିହ୍ନଟ ହୋଇଥିବାନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସମୁଦାୟ ୨୮ଟି ଜିଲ୍ଲାରୁ ଏହି ସମସ୍ତ ନୂଆ ସଂକ୍ରମିତ…

ରାଜ୍ଯରେ ୪୯୪ କରୋନା ପଜିଟିଭ୍ ଚିହ୍ନଟ, ମୋଟ୍ ଆକ୍ରାନ୍ତଙ୍କ ସଂଖ୍ଯା ୧୫,୩୯୨କୁ ବୃଦ୍ଧି

ଭୁବନେଶ୍ବର : ରାଜ୍ଯରେ ୪୯୪ କରୋନା ପଜିଟିଭ୍ ଚିହ୍ନଟ। ଏମାନଙ୍କ ଭିତରୁ କ୍ବାରେଣ୍ଟାଇନ୍ ରୁ ୩୨୨ଜଣ ଏବଂ ଲୋକାଲ୍ କେସରୁ ୧୭୨ଜଣ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ଯା ୧୫,୩୯୨କୁ ବୃଦ୍ଧି ପାଇଛି । ୨୩ଟି ଜିଲ୍ଲାରୁ ଏହି ୪୯୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ…