ରାଜ୍ୟରେ ଗତ ୨୪ ଘଣ୍ଟାରେ ୨୨୯ କରୋନା ପଜିଟିଭ ଚିହ୍ନଟ, ୩ମୃତ
ଭୁବନେଶ୍ବର(କେନ୍ଯୁଜ୍): ରାଜ୍ୟରେ ଗତ ୨୪ ଘଣ୍ଟାରେ ୨୨୯ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତିି । କେବଳ ଖୋର୍ଦ୍ଧାରୁ ୧୧୩ ନୂଆ କେସ୍ ରହିଛି । ଯାହା ମୋଟ ଆକ୍ରାନ୍ତଙ୍କ ୪୯.୩୪ ପ୍ରତିଶତ । ଆଜି ମୋଟ ପଜିଟିଭିଟି ରେଟ୍ ରହିଛି ୦.୩୯ ପ୍ରତିଶତ । ସଂକ୍ରମିତଙ୍କ ମଧ୍ୟରୁ ୦ରୁ ୧୮ ବର୍ଷ ବୟସ୍କଙ୍କ…