ରାଜ୍ୟରେ ଗତ ୨୪ ଘଣ୍ଟାରେ ୪୨୮ ନୂଆ ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୮୩ ପଜିଟିଭ୍
ଭୁବନେଶ୍ୱର(କେନ୍ୟୁଜ୍): ରାଜ୍ୟରେ ଦ୍ୱିତୀୟ ଦିନରେ ୪୦୦ ଉପରେ ଦୈନିକ କରୋନା ସଂକ୍ରମଣ। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୪୨୮ ନୂଆ ଆକ୍ରାନ୍ତ। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୮୩ ପଜିଟିଭ୍ ରହିଛନ୍ତି।
କଟକରୁ ୮୮ ନୂଆ କେସ୍ ରହିଛି। ୧୮ ବର୍ଷରୁ କମ ବୟସ ବର୍ଗରେ ରହିଛନ୍ତି ୫୬ ଜଣ।…