ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୭୧ କରୋନା ପଜିଟିଭ ଚିହ୍ନଟ, ୨ମୃତ
ଭୁବନେଶ୍ବର(କେନ୍ଯୁଜ୍): ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୭୧ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତିି । ଆଉ ୨ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । କେବଳ ଖୋର୍ଦ୍ଧାରୁ ୭୬ ନୂଆ କେସ୍ ରହିଛି । ଯାହା ମୋଟ ଆକ୍ରାନ୍ତଙ୍କ ୪୪.୪୪ ପ୍ରତିଶତ । ଆଜି ମୋଟ ପଜିଟିଭିଟି ରେଟ୍ ରହିଛି ୦.୨୯ ପ୍ରତିଶତ ।…