Browsing Tag

odisha coronavirus cases

ଆଜିଠୁ ରାଜ୍ୟରେ କୋଭିଡ ପରୀକ୍ଷଣ ପାଇଁ ଆଣ୍ଟିଜେନ ଭିତ୍ତିକ ଟେଷ୍ଟିଂ, ଘଣ୍ଟାଏ ଭିତରେ ଆସିବ ରିପୋର୍ଟ

କଟକ: ଆଜିଠୁ ରାଜ୍ୟରେ କୋଭିଡ ପରୀକ୍ଷଣ ପାଇଁ ଆଣ୍ଟିଜେନ ଭିତ୍ତିକ ଟେଷ୍ଟିଂ କରାଯିବ। ଆଣ୍ଟିବଡି ପରେ ଏବେ ଆଣ୍ଟିଜେନ ଟେଷ୍ଟିଂ କରାଯିବ। କଟକର ୩ଟି ସରକାରୀ ମେଡିକାଲରେ ହେବ ଆଣ୍ଟିଜେନ୍‌ ଟେଷ୍ଟ । ପ୍ରଥମ ପର୍ଯ୍ୟାୟରେ ଏସସିବିକୁ ଗୁରୁତ୍ୱ ଦିଆଯିବ । ୫ ହଜାର କିଟ୍‌କୁ ନେଇ କୋଭିଡ ପରୀକ୍ଷା…

କନ୍ଧମାଳ ଦାରିଙ୍ଗିବାଡି ଜୋନକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ସଟଡାଉନ୍ ଘୋଷଣା

କନ୍ଧମାଳ: କନ୍ଧମାଳ ଦାରିଙ୍ଗିବାଡି ଜୋନକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ସଟଡାଉନ । ଜିଲ୍ଲାପାଳ କ୍ଷମତା ପ୍ରୟୋଗ କରି ସରପଂଚ ରାଧାକାନ୍ତ ପ୍ରଧାନ ଦାରିଙ୍ଗିବାଡିକୁ ସଟଡାଉନ କରିଛନ୍ତି । ଡୁଡୁକିବାଡି ଅଂଚଳରୁ ଜଣେ ଶିକ୍ଷକ କରୋନା ଆକ୍ରାନ୍ତ ହେବା ପରେ ସରପଂଚ ଏଭଳି ପଦକ୍ଷେପ ନେଇଥିବା ଜଣାପଡିଛି…

କଣ୍ଟେନମେଣ୍ଟ ଜୋନ୍ ଘୋଷଣା ହେଲା ଡୁମୁଡୁମାର ସୁବାସ ନଗର ବସ୍ତି, ଟ୍ରାଭେଲ ହିଷ୍ଟ୍ରି ନଥାଇ ଏଠାରୁ ବାହାରିଛନ୍ତି…

ଭୁବନେଶ୍ବର: କଣ୍ଟେନମେଣ୍ଟ ଜୋନ୍ ଘୋଷଣା ହେଲା ଡୁମୁଡୁମାର କିଛି ଅଞ୍ଚଳ। ଡୁମୁଡୁମାର ସୁବାସ ନଗର ବସ୍ତିରୁ ଏକାଧିକ ପଜିଟିଭ ମିଳିବା ପରେ ଏହି ଅଞ୍ଚଳକୁ କଣ୍ଟେନମେଣ୍ଟ ଜୋନ୍ ଘୋଷଣା କରିଛି ବିଏମ୍‌ସି । କୌଣସି ଟ୍ରାଭେଲ ହିଷ୍ଟ୍ରି ନଥାଇ ଏଠାରୁ ବାହାରିଛନ୍ତି ଏକାଧିକ ଆକ୍ରାନ୍ତ। ଡୁମୁଡୁମା…

ରାଜ୍ଯରେ ଆଉ ୧୩୮ ନୂଆ କରୋନା ପଜିଟିଭ୍ ଚିହ୍ନଟ, ମୋଟ୍ ସଂକ୍ରମିତଙ୍କ ସଂଖ୍ଯା ୨୨୯୪କୁ ବୃଦ୍ଧି

ଭୁବନେଶ୍ବର : ରାଜ୍ଯରେ ଆଉ ୧୩୮ ନୂଆ କରୋନା ପଜିଟିଭ୍ ଚିହ୍ନଟ। ଏହାକୁ ମୋଟ୍ ସଂକ୍ରମିତଙ୍କ ସଂଖ୍ଯା ୨୨୯୪ରେ ପହଁଚିଲା। ଏନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି । ତେବେ ଏମାନଙ୍କ ଭିତରୁ ଯାଜପୁରରୁ ୬ଜଣ, ଖୋଦ୍ଧାରୁ ୧୩ଜଣ, ରାୟଗଡାରୁ ୧, ମୟୁରଭଞ୍ଜରୁ ୬ଜଣ,…

ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୮କୁ ବୃଦ୍ଧି

ଭୁବନେଶ୍ବର : ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ। ମୃତକ ଜଣଙ୍କ ଖୋର୍ଦ୍ଧା ଜିଲ୍ଲାର ୬୩ ବର୍ଷୀୟ ବ୍ୟକ୍ତି । ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮କୁ ବୃଦ୍ଧି ପାଇଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା । ସୂଚନା ଥାଉକି,…

ପୁଣି ୨୩ କରୋନା ପଜିଟିଭ୍ ଚିହ୍ନଟ, ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ଯା ୪୩୭ରେ ପହଁଚିଲା

ଭୁବନେଶ୍ବର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଥମିବାର ନାଁ ନେଉ ନାହିଁ ।  ପୁଣି ୨୩ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ଯା ୪୩୭ରେ ପହଁଚିଛି। ନୂଆ ସଂକ୍ରମିତଙ୍କ ମଧ୍ଯରେ ବାଲେଶ୍ବରର ୧୫ଜଣ, ଗଞ୍ଜାମର ୩ଜଣ, ଯାଜପୁରର ୩ଜଣ, ପୁରୀ ଓ ବୌଦ୍ଧରୁ ଜଣେ ଜଣେ…