Browsing Tag

odisha covid

ରାଜ୍ୟରେ କୋଭିଡ ସ୍ଥିତିକୁ ନେଇ ଜନ ସ୍ୱାସ୍ଥ୍ୟ ନିର୍ଦ୍ଦେଶକଙ୍କ ପ୍ରତିକ୍ରିୟା, କହିଲେ ଯେଉଁମାନେ ଟିକା ନେଇ ନାହାନ୍ତି…

ଭୁବନେଶ୍ବର(କେନ୍ୟୁଜ୍): ରାଜ୍ୟରେ କୋଭିଡ ସ୍ଥିତିକୁ ନେଇ ଜନ ସ୍ୱାସ୍ଥ୍ୟ ନିର୍ଦ୍ଦେଶକଙ୍କ ପ୍ରତିକ୍ରିୟା । ଦେଶରେ ଦୈନିକ ୨ ହଜାରରୁ ଅଧିକ ଟ୍ରେଣ୍ଡ ଚାଲିଛି । କେବଳ କେରଳ, ଦିଲ୍ଲୀ, ହରିଆଣା, ପଞ୍ଜାବରେ ଅଧିକ ସଂକ୍ରମଣ ଦେଖା ଦେଉଛି । ଯାହାର ଗୁରୁତର ବା ସିଭିୟରିଟି ଏବେ ଯାଏଁ ଦେଖା…

ପୁଣି କରୋନା ସଂକ୍ରମଣ ବଢିବା ନେଇ ଓଡ଼ିଶାରେ ଆଗୁଆ ସତର୍କତା, ସଂକ୍ରମଣ ସ୍ଥିତି ଦେଖି ନିଆଯିବ ନିଷ୍ପତ୍ତି : ସ୍ୱାସ୍ଥ୍ୟ…

ଭୁବନେଶ୍ବର(କେନ୍ୟୁଜ୍): ଦେଶର କିଛି ରାଜ୍ୟରେ କରୋନା ସଂକ୍ରମଣ ବଢ଼ିବା ପରେ ଚତୁର୍ଥ ଲହର ଭୟ ଦେଖାଦେଇଛି । ଓଡ଼ିଶାରେ ସେଭଳି ସ୍ଥିତି ଉପୁଜି ନାହିଁ । ତଥାପି ଆଗୁଆ ସତର୍କତା ଅବଲମ୍ବନ କରିଛନ୍ତି ରାଜ୍ୟ ସରକାର । ସଂକ୍ରମଣ ଉପରେ ନିୟମିତ ନଜର ରଖିବାକୁ ଜିଲ୍ଲାପାଳ, ମ୍ୟୁନିସପାଲ କର୍ପୋରେସନ ଓ…

ରାଜ୍ୟରେ କମୁଛି ସଂକ୍ରମଣ: ଗତ ୨୪ ଘଣ୍ଟାରେ ୫୩୪ କୋଭିଡ ପଜିଟିଭ୍‌ ଚିହ୍ନଟ, ୧୮ମୃତ

ଭୁବନେଶ୍ବର(କେନ୍ଯୁଜ୍): ରାଜ୍ୟରେ କମୁଛି ସଂକ୍ରମଣ । ୨୪ ଘଣ୍ଟାରେ ୫୩୪ କୋଭିଡ ପଜିଟିଭ୍‌ ହୋଇଛନ୍ତି । ସଂକ୍ରମଣ ହାର ରହିଛି ୧.୦୫ ପ୍ରତିଶତ । ଖୋର୍ଦ୍ଧାରୁ ସର୍ବାଧିକ ୯୩ ନୂଆ କେସ୍‌ ରହିଛି । ସବୁ ଜିଲ୍ଲାରେ ୧୦୦ ତଳେ ରହିଛି ସଂକ୍ରମଣ । ଆଜି ଆଉ ୧୮ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ୨୪…

ରାଜ୍ଯରେ ଆଉ ୮୮୬ କରୋନା ପଜିଟିଭ୍ ଚିହ୍ନଟ, ଗଲା ୧୬ ଜୀବନ

ଭୁବନେଶ୍ୱର(କେନ୍ଯୁଜ୍): ରାଜ୍ଯରେ ଆଉ ୮୮୬ କରୋନା ପଜିଟିଭ୍ ଚିହ୍ନଟ, ଗଲା ୧୬ ଜୀବନ । ବହୁତ ଦିନ ପରେ କରୋନା ଆକ୍ରାନ୍ତ ମାମଲାରେ ଦ୍ଵିତୀୟ ସ୍ଥାନକୁ ଖସିଛି ଖୋର୍ଦ୍ଧା । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮୮୬ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୦ରୁ ୧୮ ବର୍ଷ ମଧ୍ୟରେ ୧୬୯ ଜଣ…

ରାଜ୍ୟରେ ୨୪ ଘଣ୍ଟାରେ ରାଜ୍ୟରେ ୧୫ ଶହ ୩୯ ପଜିଟିଭ୍‌ ଚିହ୍ନଟ, ୨୪ମୃତ

ଭୁବନେଶ୍ବର(କେନ୍ଯୁଜ୍): ରାଜ୍ୟରେ ୨୪ ଘଣ୍ଟାରେ ରାଜ୍ୟରେ ୧୫ ଶହ ୩୯ ପଜିଟିଭ୍‌ ଚିହ୍ନଟ । ଆଜି ମୋଟ ପଜିଟିଭ୍‌ ରେଟ୍‌ ରହିଛି ୨.୪୭ ପ୍ରତିଶତ । ଖୋର୍ଦ୍ଧାରୁ ସର୍ବାଧିକ ୨୨୩ ପଜିଟିଭ ଚିହ୍ନଟ ହେଇଛନ୍ତି । ଦିନକରେ ଆଉ ୨୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ମୃତକଙ୍କ ମଧ୍ୟରେ ଜଣେ…

ରାଜ୍ୟରେ ଗତ ୨୪ ଘଣ୍ଟାରେ ୧ହଜାର ୪୮୦ ପଜିଟିଭ୍‌ ଚିହ୍ନଟ, ୨୧ମୃତ

ଭୁବନେଶ୍ବର(କେନ୍ଯୁଜ୍): ରାଜ୍ୟରେ ଗତ ୨୪ ଘଣ୍ଟାରେ ୧ହଜାର ୪୮୦ ପଜିଟିଭ୍‌ ଚିହ୍ନଟ । ଆଜି ଆଉ ୨୧ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଆଜି ମୋଟ ପଜିଟିଭ ରେଟ୍‌ ରହିଛି ୨.୫୧ ପ୍ରତିଶତ । ଖୋର୍ଦ୍ଧାରୁ ସର୍ବାଧିକ ୧୬୩ କେସ୍‌ ଚିହ୍ନଟ ହୋଇଛି । ସୁନ୍ଦରଗଡରୁ ୧୩୯, କଟକରୁ ୧୩୩, ଯାଜପୁରରୁ…

ରାଜ୍ଯରେ ଗତ ୨୪ଘଣ୍ଟାରେ ୩୩୨୯ କରୋନା ପଜିଟିଭ୍ ଚିହ୍ନଟ, ୧୮ମୃତ

ଭୁବନେଶ୍ବର(କେନ୍ଯୁଜ୍): ରାଜ୍ୟରେ ଲଗାତାର ୫ ଦିନ ହେଲା ୫ହଜାର ତଳେ ଦୈନିକ ସଂକ୍ରମଣ । ଗତ ୨୪ ଘଣ୍ଟାରେ ୩ ହଜାର ୩୨୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧାରୁ ସର୍ବାଧିକ ୬୪୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ଆକ୍ଟିଭ୍‌ କେସ୍‌ ରହିଛି ୪୭ ହଜାର ୨୧୦। ତେବେ ଗତ ୨୪ ଘଣ୍ଟାରେ…

ରାଜ୍ୟରେ ୫ ହଜାର ତଳକୁ ଖସିଲା ପଜିଟିଭ୍‌ ସଂଖ୍ୟା: ୨୪ ଘଣ୍ଟାରେ ୪ ହଜାର ୮୪୨ ଆକ୍ରାନ୍ତ ଚିହ୍ନଟ, ୧୫ ମୃତ

ଭୁବନେଶ୍ବର(କେନ୍ଯୁଜ୍): ରାଜ୍ୟରେ କମୁଛି ଦୈନିକ ସଂକ୍ରମଣ । ୫ ହଜାର ତଳକୁ ଖସିଲା ପଜିଟିଭ୍‌ ସଂଖ୍ୟା । ଗତ ୨୪ ଘଣ୍ଟାରେ ୪ ହଜାର ୮୪୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆଉ ୧୫ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଆଜି ସଂକ୍ରମଣ ହାର ରହିଛି ୭.୫୮ ପ୍ରତିଶତ । ୨୪ ଘଣ୍ଟାରେ ୬୩ ହଜାର ୮୭୧…

ରାଜ୍ୟରେ କମୁଛି ଦୈନିକ ସଂକ୍ରମଣ: ଗତ ୨୪ ଘଣ୍ଟାରେ ୫ହଜାର ୫୭ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର(କେନ୍ଯୁଜ୍): ରାଜ୍ୟରେ କମୁଛି ଦୈନିକ ସଂକ୍ରମଣ । ଗତ ୨୪ ଘଣ୍ଟାରେ ୫ହଜାର ୫୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସଂକ୍ରମଣ ହାର ରହିଛି ୮.୨୦ ପ୍ରତିଶତ । ୨୪ ଘଣ୍ଟାରେ ୬୧ ହଜାର ୬୩୫ ନମୁନା ପରୀକ୍ଷା ହୋଇଛି । ଖୋର୍ଦ୍ଧାରୁ ସର୍ବାଧିକ ୧ହଜାର ୧୧୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।…

ରାଜ୍ୟରେ ଗତ ୨୪ ଘଣ୍ଟାରେ ୫ହଜାର ୯୦୧ ଆକ୍ରାନ୍ତ ଚିହ୍ନଟ, ୮ମୃତ

ଭୁବନେଶ୍ବର(କେନ୍ଯୁଜ୍) : ରାଜ୍ୟରେ ୧୦ ପ୍ରତିଶତ ତଳକୁ ଖସିଲା ଦୈନିକ ସଂକ୍ରମଣ ହାର। ଗତ ୨୪ ଘଣ୍ଟାରେ ୫ହଜାର ୯୦୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସଂକ୍ରମଣ ହାର ରହିଛି ୯.୩୩ ପ୍ରତିଶତ । ଆଜି ଆଉ ୮ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ୨୪ ଘଣ୍ଟାରେ ୬୩ ହଜାର ୨୦୯ ନମୁନା ପରୀକ୍ଷା…

ରାଜ୍ୟରେ ଗତ ୨୪ ଘଣ୍ଟାରେ ୭ ହଜାର ୪୨୬ ପଜିଟିଭ୍‌ ଚିହ୍ନଟ, ୧୦ ମୃତ

ଭୁବନେଶ୍ବର(କେନ୍ଯୁଜ୍): ରାଜ୍ୟରେ ୭ ହଜାର ୪୨୬ ପଜିଟିଭ୍‌ ଚିହ୍ନଟ, ୧୦ ମୃତ । ସଂକ୍ରମଣ ହାର ରହିଛି ୧୧.୩୮ ପ୍ରତିଶତ । ୨୪ ଘଣ୍ଟାରେ ୬୫ ହଜାର ୨୫୦ ନମୁନା ପରୀକ୍ଷା ହୋଇଛି । ଆକ୍ଟିଭ୍‌ କେସ୍‌ ରହିଛି ୭୪ ହଜାର ୫୧୨ । ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୨ ଲକ୍ଷ ୨୫ ହଜାର ୨୬୮ କୁ ବୃଦ୍ଧି ପାଇଛି ।

ରାଜ୍ୟରେ ୨୪ ଘଣ୍ଟାରେ ୯ ହଜାର ୮୩୩ ପଜିଟିଭ୍‌, ଗଲା ୬ଜଣଙ୍କ ଜୀବନ

ଭୁବନେଶ୍ବର(କେନ୍ଯୁଜ୍):ରାଜ୍ୟରେ ୧୦ ହଜାର ତଳକୁ ଖସିଲା ଦୈନିକ କରୋନା ସଂକ୍ରମଣ। ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୯ ହଜାର ୮୩୩ ପଜିଟିଭ୍‌ । ଖୋର୍ଦ୍ଧାରୁ ସର୍ବାଧିକ ୨ ହଜାର ୯୪୬ ଆକ୍ରାନ୍ତ ହୋଇଛନ୍ତି । ସୁନ୍ଦରଗଡରୁ ୧୧ଶହ ୩୪ ନୂଆ କେସ୍‌ ଆସିଛି। କଟକରୁ ୭୭୪ ଓ ମୟୂରଭଞ୍ଜରୁ ୨୯୫…