ରାଜ୍ୟରେ ୨୪ ଘଣ୍ଟାରେ ୧ ହଜାର ୨୯ ନୂଆ ସଂକ୍ରମିତ ଚିହ୍ନଟ, ସୁନ୍ଦରଗଡ଼ରୁ ସର୍ବାଧିକ ୨୨୨ ଆକ୍ରାନ୍ତ
ଭୁବନେଶ୍ୱର(କେନ୍ୟୁଜ୍): ରାଜ୍ୟରେ ପୁଣି ହଜାରେ ଟପିଲା ସଂକ୍ରମଣ । ୨୪ ଘଣ୍ଟାରେ ରାଜ୍ୟରେ ୧ ହଜାର ୨୯ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କ୍ୱାରେଣ୍ଟିନରୁ ୬୦୨ ଓ ଲୋକାଲ କଣ୍ଟାକ୍ଟ କେସ୍ ୪୨୭ ରହିଛି । ୧୮ ବର୍ଷ ଭିତରେ ୧୭୫ ଜଣ ସଂକ୍ରମିତ ହୋଇଛନ୍ତି । ସୁନ୍ଦରଗଡ଼ରୁ ସର୍ବାଧିକ ୨୨୨…