Browsing Tag

odisha covid active cases

ରାଜ୍ୟରେ ୨୪ ଘଣ୍ଟାରେ ୧ ହଜାର ୨୯ ନୂଆ ସଂକ୍ରମିତ ଚିହ୍ନଟ, ସୁନ୍ଦରଗଡ଼ରୁ ସର୍ବାଧିକ ୨୨୨ ଆକ୍ରାନ୍ତ

ଭୁବନେଶ୍ୱର(କେନ୍ୟୁଜ୍): ରାଜ୍ୟରେ ପୁଣି ହଜାରେ ଟପିଲା ସଂକ୍ରମଣ । ୨୪ ଘଣ୍ଟାରେ ରାଜ୍ୟରେ ୧ ହଜାର ୨୯ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କ୍ୱାରେଣ୍ଟିନରୁ ୬୦୨ ଓ ଲୋକାଲ କଣ୍ଟାକ୍ଟ କେସ୍‌ ୪୨୭ ରହିଛି । ୧୮ ବର୍ଷ ଭିତରେ ୧୭୫ ଜଣ ସଂକ୍ରମିତ ହୋଇଛନ୍ତି । ସୁନ୍ଦରଗଡ଼ରୁ ସର୍ବାଧିକ ୨୨୨…

୫ଦିନ ପରେ ହଜାରେ ତଳକୁ ଖସିଲା ସଂକ୍ରମଣ: ଗତ ୨୪ ଘଣ୍ଟାରେ ରାଜ୍ୟରେ ୭୩୯ ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର(କେନ୍ୟୁଜ୍): ରାଜ୍ୟରେ ତଳମୁହାଁ କରୋନା ଗ୍ରାଫ୍‌ । ୫ଦିନ ପରେ ହଜାରେ ତଳକୁ ଖସିଲା ସଂକ୍ରମଣ । ୨୪ ଘଣ୍ଟାରେ ରାଜ୍ୟରେ ୭୩୯ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଗତକାଲି ଏହି ସଂଖ୍ୟା ଥିଲା ୧୦୧୧। କ୍ୱାରେଣ୍ଟିନରୁ ୪୩୨ ଓ ଲୋକାଲ କଣ୍ଟାକ୍ଟ କେସ୍‌ ୩୦୭ ପଜିଟିଭ ଚିହ୍ନଟ ହୋଇଛନ୍ତି ।…

ରାଜ୍ୟରେ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୧୧ଶହ ୯୬ ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୩୧୨ ପଜିଟିଭ୍‌

ଭୁବନେଶ୍ୱର(କେନ୍ୟୁଜ୍): କାୟା ମେଲାଉଛି କରୋନା । ସଂକ୍ରମଣ ଉପରମୁହାଁ । ରାଜ୍ୟରେ ଦୈନିକ କେସ୍‌ ବଢୁଛି । ହଜାରେ ଉପରେ ରହୁଛି ଦୈନିକ ସଂକ୍ରମଣ । ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୧୧ଶହ ୯୬ ଆକ୍ରାନ୍ତ । କ୍ୱାରେଣ୍ଟିନରୁ ୬୯୯ ଓ ଲୋକାଲ୍‌ କଣ୍ଟାକ୍ଟ କେସ୍‌ ରହିଛି ୪୯୭ । ୧୮ ବର୍ଷ ଭିତରେ ଆଉ…

ଗତ ୨୪ଘଣ୍ଟାରେ ରାଜ୍ଯରେ ୯୪୫ କରୋନା ପଜିଟିଭ୍ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ ୩୭୧ ନୂଆ କେସ୍‌

ଭୁବନେଶ୍ୱର(କେନ୍ୟୁଜ୍): ରାଜ୍ୟରେ ଗତ ୨୪ ଘଣ୍ଟାରେ ରାଜ୍ୟରେ ୯୪୫ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଗତକାଲି ଏହି ସଂଖ୍ୟା ଥିଲା ୮୧୬ । ତେବେ ଆଜି ଖୋର୍ଦ୍ଧାରୁ ସର୍ବାଧିକ ୩୭୧ ନୂଆ କେସ୍‌ ଚିହ୍ନଟ ହୋଇଛନ୍ତି । ଅନ୍ଯପଟେ ରାଜ୍ୟରେ କରୋନା ସଂକ୍ରମଣ ବଢ଼ିବା ପରେ ସରକାର କୋଭିଡ ହସ୍ପିଟାଲ…

ରାଜ୍ୟରେ ବଢୁଛି କରୋନା ସଂକ୍ରମଣ, ଆଜି ସନ୍ଧ୍ୟାରେ ସ୍ଥିତି ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର(କେନ୍ୟୁଜ୍) : ରାଜ୍ୟରେ ବଢୁଛି କରୋନା ସଂକ୍ରମଣ। ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୮୦୪ ନୂଆ ପଜିଟିଭ୍‌। ସଂକ୍ରମଣ ବଢୁଥିବାରୁ ସ୍ଥିତିର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ। ଆଜି ସନ୍ଧ୍ୟାରେ ରାଜ୍ୟରେ କଣ ରହିଛି କରୋନା ସ୍ଥିତି ସେନେଇ ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ନବୀନ…

ଆସନ୍ତା ୧୫ ତାରିଖରୁ ସରକାରୀ ହସ୍ପିଟାଲରେ ମାଗଣାରେ ସମସ୍ତଙ୍କୁ ମିଳିବ ବୁଷ୍ଟର ଡୋଜ୍‌, ଏପଟେ ସମ୍ବଲପୁରରେ ମାସ୍କ…

ଭୁବନେଶ୍ୱର(କେନ୍ୟୁଜ୍) : ରାଜ୍ୟରେ ଉପରମୁହାଁ କରୋନା ଗ୍ରାଫ । ଦୈନିକ ସଂକ୍ରମଣ ୭ଶହ ପାର କରିଛି । ରାଜ୍ୟରେ ପଜିଟିଭ୍‌ ହାର ରହିଛି ୪.୦୩ ପ୍ରତିଶତ । ପଜିଟିଭିଟି ରେଡ୍‌ ଜୋନରେ ଅଛି ୪ ଜିଲ୍ଲା ଖୋର୍ଦ୍ଧା, କଟକ, ପୁରୀ ଓ ବୌଦ୍ଧ ଜିଲ୍ଲା । ସଂକ୍ରମଣ ବଢୁଥିବାରୁ ସତର୍କ ରହିବା ସହ…

ପୁଣି ଡରାଇଲାଣି କରୋନା: ରାଜ୍ୟରେ ଗତ ୨୪ ଘଣ୍ଟାରେ ୭୪୩ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୦୩…

ଭୁବନେଶ୍ୱର(କେନ୍ୟୁଜ୍) :ରାଜ୍ୟରେ ୭୦୦ ପାର୍‌ କଲା ଦୈନିକ ସଂକ୍ରମଣ। ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୭୪୩ ପଜିଟିଭ୍‌ । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୦୩ ଆକ୍ରାନ୍ତ ଚିହ୍ନଟ ରହିଛନ୍ତି । କଟକରୁ ୧୧୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କ୍ୱାରେଣ୍ଟିନରୁ ୪୩୬ ଓ ଲୋକାଲ୍‌ କଣ୍ଟାକ୍ଟ'କେସ୍‌…

ରାଜ୍ୟରେ ଆଜି ୧୪୫ କରୋନା ପଜିଟିଭ୍ ଚିହ୍ନଟ, ୭ମୃତ

ଭୁବନେଶ୍ବର(କେନ୍ଯୁଜ୍): ରାଜ୍ୟରେ ଆଜି ୧୪୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। କ୍ୱାରେଣ୍ଟିନ୍ରୁ ୮୪ ଓ ଲୋକାଲ କଣ୍ଟା କେସ୍ ୬୧ ଚିହ୍ନଟ । ୧୮ ବର୍ଷରୁ କମ୍ ବର୍ଗର ୩୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୫ ହଜାର ୭୬୦କୁ ବୃଦ୍ଧି ପାଇଛି ।…

ରାଜ୍ଯରେ ଗତ ୨୪ଘଣ୍ଟାରେ ୩୩୨୯ କରୋନା ପଜିଟିଭ୍ ଚିହ୍ନଟ, ୧୮ମୃତ

ଭୁବନେଶ୍ବର(କେନ୍ଯୁଜ୍): ରାଜ୍ୟରେ ଲଗାତାର ୫ ଦିନ ହେଲା ୫ହଜାର ତଳେ ଦୈନିକ ସଂକ୍ରମଣ । ଗତ ୨୪ ଘଣ୍ଟାରେ ୩ ହଜାର ୩୨୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧାରୁ ସର୍ବାଧିକ ୬୪୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ଆକ୍ଟିଭ୍‌ କେସ୍‌ ରହିଛି ୪୭ ହଜାର ୨୧୦। ତେବେ ଗତ ୨୪ ଘଣ୍ଟାରେ…

ରାଜ୍ୟରେ କମୁଛି ଦୈନିକ ସଂକ୍ରମଣ: ଗତ ୨୪ ଘଣ୍ଟାରେ ୫ହଜାର ୫୭ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର(କେନ୍ଯୁଜ୍): ରାଜ୍ୟରେ କମୁଛି ଦୈନିକ ସଂକ୍ରମଣ । ଗତ ୨୪ ଘଣ୍ଟାରେ ୫ହଜାର ୫୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସଂକ୍ରମଣ ହାର ରହିଛି ୮.୨୦ ପ୍ରତିଶତ । ୨୪ ଘଣ୍ଟାରେ ୬୧ ହଜାର ୬୩୫ ନମୁନା ପରୀକ୍ଷା ହୋଇଛି । ଖୋର୍ଦ୍ଧାରୁ ସର୍ବାଧିକ ୧ହଜାର ୧୧୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।…

ରାଜ୍ୟରେ ଗତ ୨୪ ଘଣ୍ଟାରେ ୪୪୩ ନୂଆ କରୋନା ପଜିଟିଭ ଚିହ୍ନଟ, ୩ମୃତ

ଭୁବନେଶ୍ବର(କେନ୍ଯୁଜ୍): ରାଜ୍ୟରେ ଗତ ୨୪ ଘଣ୍ଟାରେ ୪୪୩ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଆଉ ୩ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଆଜି ପଜିଟିଭି ରେଟ୍‌ ରହିଛି ୦.୮୦ ପ୍ରତିଶତ । କେବଳ ଖୋର୍ଦ୍ଧାରୁ ୨୪୩ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ଯାହାକି ମୋଟ ଆକ୍ରାନ୍ତଙ୍କ…

ରାଜ୍ୟରେ ଗତ ୨୪ ଘଣ୍ଟାରେ ୬୨୮ କରୋନା ପଜିଟିଭ୍ ଚିହ୍ନଟ, ୪ମୃତ

ଭୁବନେଶ୍ବର(କେନ୍ଯୁଜ୍): ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୨୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୩୬୭ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୨୬୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୯୬ ଜଣ ଶିଶୁ ଓ…