Browsing Tag

odisha covid cases

ରାଜ୍ୟରେ ୫ ହଜାର ତଳକୁ ଖସିଲା ପଜିଟିଭ୍‌ ସଂଖ୍ୟା: ୨୪ ଘଣ୍ଟାରେ ୪ ହଜାର ୮୪୨ ଆକ୍ରାନ୍ତ ଚିହ୍ନଟ, ୧୫ ମୃତ

ଭୁବନେଶ୍ବର(କେନ୍ଯୁଜ୍): ରାଜ୍ୟରେ କମୁଛି ଦୈନିକ ସଂକ୍ରମଣ । ୫ ହଜାର ତଳକୁ ଖସିଲା ପଜିଟିଭ୍‌ ସଂଖ୍ୟା । ଗତ ୨୪ ଘଣ୍ଟାରେ ୪ ହଜାର ୮୪୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆଉ ୧୫ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଆଜି ସଂକ୍ରମଣ ହାର ରହିଛି ୭.୫୮ ପ୍ରତିଶତ । ୨୪ ଘଣ୍ଟାରେ ୬୩ ହଜାର ୮୭୧…

ରାଜ୍ୟରେ ଆଜି ୧୧ ହଜାର ୮୬ ଆକ୍ରାନ୍ତ ଚିହ୍ନଟ, ୪ମୃତ

ଭୁବନେଶ୍ବର(କେନ୍ଯୁଜ୍): ରାଜ୍ୟରେ ଆଜି ୧୧ ହଜାର ଉପରେ ସଂକ୍ରମଣ । ୨୪ ଘଣ୍ଟାରେ ୧୧ ହଜାର ୮୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆଜି ସଂକ୍ରମଣ ହାର ରହିଛି ୧୫.୬୧ ପ୍ରତିିଶତ । ଆଜି ଆଉ ୪ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । କେବଳ ଖୋର୍ଦ୍ଧାରୁ ୩ ହଜାର ୪୬୯ ନୂଆ କେସ୍‌ ଆସିଛି ।…

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୨୪ ଜଣ କରୋନା ପଜିଟିଭ୍ ଚିହ୍ନଟ, ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୫୧ ଜଣ ଆକ୍ରାନ୍ତ

ଭୁବନେଶ୍ବର(କେନ୍ଯୁଜ୍): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୨୪ ଜଣ କରୋନା ପଜିଟିଭ୍ ଚିହ୍ନଟ । ଏମାନଙ୍କ ମଧ୍ୟରୁ ୨୪୬ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୧୭୮ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୪୭ ଜଣ ଶିଶୁ ଓ କିଶୋର…

ରାଜ୍ୟରେ ଗତ ୨୪ ଘଣ୍ଟାରେ ୪୪୩ ନୂଆ କରୋନା ପଜିଟିଭ ଚିହ୍ନଟ, ୩ମୃତ

ଭୁବନେଶ୍ବର(କେନ୍ଯୁଜ୍): ରାଜ୍ୟରେ ଗତ ୨୪ ଘଣ୍ଟାରେ ୪୪୩ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଆଉ ୩ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଆଜି ପଜିଟିଭି ରେଟ୍‌ ରହିଛି ୦.୮୦ ପ୍ରତିଶତ । କେବଳ ଖୋର୍ଦ୍ଧାରୁ ୨୪୩ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ଯାହାକି ମୋଟ ଆକ୍ରାନ୍ତଙ୍କ…

ରାଜ୍ୟରେ ଗତ ୨୪ ଘଣ୍ଟାରେ ୧ ହଜାର ୭୮ ପଜିଟିଭ୍‌ ଚିହ୍ନଟ, ୬୫ମୃତ

ଭୁବନେଶ୍ବର(କେନ୍ଯୁଜ୍): ରାଜ୍ୟରେ ୧ ହଜାର ଉପରେ ରହିଛି ଦୈନିକ ସଂକ୍ରମଣ । ଗତ ୨୪ ଘଣ୍ଟାରେ ୧ ହଜାର ୭୮ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ଆଜି ଆଉ ୬୫ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଆଜି ପଜିଟିଭ୍‌ ରେଟ୍‌ ରହିଛି ୧.୫୬ ପ୍ରତିଶତ । ଯାହାକି ଗତକାଲି ଥିଲା ୧.୮୩ ପ୍ରତିଶତ । ୨୪…

ରାଜ୍ୟରେ ଗତ ୨୪ ଘଣ୍ଟାରେ ୧ ହଜାର ୫୭୮ ପଜିଟିଭ୍‌ ଚିହ୍ନଟ, ୬୮ମୃତ

ଭୁବନେଶ୍ବର(କେନ୍ଯୁଜ୍): ରାଜ୍ୟରେ ଗତ ୨୪ ଘଣ୍ଟାରେ ୧ ହଜାର ୫୭୮ ପଜିଟିଭ୍‌ ଚିହ୍ନଟ । ଆଉ ୬୮ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଆଜି ପଜିଟିଭିଟି ରେଟ୍‌ ରହିଛି ୨.୧୮ ପ୍ରତିଶତ । ଯାହାକି ଗତକାଲି ଥିଲା ୨.୦୫ ପ୍ରତିଶତ । ୨୪ ଘଣ୍ଟାରେ ୭୨ ହଜାର ୨୩୩ ଟେଷ୍ଟିଂ ହୋଇଛି । ଖୋର୍ଦ୍ଧାରୁ…

ରାଜ୍ୟରେ ଗତ ୨୪ ଘଣ୍ଟାରେ ୩,୪୫୬ କରୋନା ଆକ୍ରାନ୍ତ ଚିହ୍ନଟ, ୪୬ ମୃତ

ଭୁବନେଶ୍ୱର: ରାଜ୍ୟରେ ପୁଣି ଥରେ ୩ ହଜାର ଡେଇଁଲା ସଂକ୍ରମିତଙ୍କ ସଂଖ୍ୟା। ଗତ  ୨୪ ଘଣ୍ଟାରେ ୩,୪୫୬ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।  ୩୪୫୬ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ୍‌ରୁ ୧୯୭୩ ଚିହ୍ନଟ ହୋଇଥିବା ବେଳେ ଲୋକାଲ କେସ୍ ହେଉଛି ୧୪୮୩। ଖୋର୍ଦ୍ଧା ସର୍ବାଧିକ ୪୯୯ ଆକ୍ରାନ୍ତ ଚିହ୍ନଟ…

ରାଜ୍ଯରେ ଆଉ ୬,୧୧୮ କରୋନା ପଜିଟିଭ୍ ଚିହ୍ନଟ, ୩ ହଜାର ଟପିଲା ମୃତ୍ୟୁ ସଂଖ୍ଯା

ଭୁବନେଶ୍ବର: ରାଜ୍ୟରେ କମୁଛି କରୋନା ସଂକ୍ରମଣ । ୨୪ ଘଣ୍ଟାରେ ଚିହ୍ନଟ ହେଲେ ୬,୧୧୮ ଜଣ କରୋନା ରୋଗୀ। ଏମାନଙ୍କ ମଧ୍ୟରୁ ୩୪୫୩ କ୍ୱାରେଣ୍ଟିନ ସେଣ୍ଟରରେ ଥିବାବେଳେ ୨,୬୬୫ ଲୋକାଲ କଣ୍ଟାକ୍ଟରୁ ଚିହ୍ନଟ । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି। Covid-19…

ରାଜ୍ୟରେ ଗତ ୨୪ଘଣ୍ଟାରେ ଆଉ ୬୦୭୩ କରୋନା ପଜିଟିଭ୍‌ ଚିହ୍ନଟ, ୧୦ ଆକ୍ରାନ୍ତ ମୃତ

ଭୁବନେଶ୍ବର: ରାଜ୍ୟରେ ୨ହଜାର ଟପିଲା କରୋନା ଜନିତ ମୃତ୍ୟୁ। ୨୦୦୭କୁ ବୃଦ୍ଧି ପାଇଛି ମୃତ୍ୟୁ ସଂଖ୍ୟା। ଆଜି ୧୦ ଆକ୍ରାନ୍ତଙ୍କ ଜୀବନ ନେଇଛି ମାରାତ୍ମକ ଭାଇରସ୍‌। ଖୋର୍ଦ୍ଧାରୁ ସର୍ବାଧିକ ୪ ଜଣଙ୍କ ମୃତ୍ୟୁ ହୋଇଛି। ସୁନ୍ଦରଗଡ଼ରୁ ୩, ରାୟଗଡ଼ାରୁ ୨ ଓ ବୌଦ୍ଧରୁ ଜଣଙ୍କ ଜୀବନ ନେଇଛି ଭାଇରସ୍‌।…