Browsing Tag

odisha covid positive

୩ ମାସରୁ ଅଧିକ ସମୟ ହେଲାଣି ରାଜ୍ୟରେ ବଢ଼ିନାହିଁ ପଜିଟିଭ ରେଟ୍‌, ଆତଙ୍କିତ ନହେବାକୁ ସ୍ୱାସ୍ଥ୍ୟ ବିଭାଗର ପରାମର୍ଶ

ଭୁବନେଶ୍ୱର(କେନ୍ୟୁଜ୍): କରୋନା ମୁକାବିଲା ନେଇ ରାଜ୍ୟ ସରକାର ସଜାଗ ଅଛନ୍ତି । କୋଭିଡକୁ ନେଇ ଆତଙ୍କିତ ନହେବାକୁ ପରାମର୍ଶ ଦେଇଛନ୍ତି ସ୍ୱାସ୍ଥ୍ୟ ବିଭାଗ । ରାଜ୍ୟ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ କହିଛନ୍ତି, BF.7 ଭାରିଆଣ୍ଟ ଦୁଇ ବର୍ଷ ହେଲାଣି ଅଛି । ଏବେ ଚୀନରେ କେସ୍‌ ବଢୁଥିବାରୁ ଚର୍ଚ୍ଚା…

ରାଜ୍ୟରେ ଗତ ୨୪ ଘଣ୍ଟାରେ ୭୯୭ ଜଣ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର(କେନ୍ୟୁଜ୍): ଆଜି ଏହା ହଜାରେ ତଳକୁ ରହିଛି କରୋନା ସଂକ୍ରମଣ। ଗତକାଲି ୧୦୨୯ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟାରେ ୭୯୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୪୬୬ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୩୩୧ ଜଣ ପଜିଟିଭ…

ରାଜ୍ୟରେ ୨୪ ଘଣ୍ଟାରେ ୧ ହଜାର ୨୯ ନୂଆ ସଂକ୍ରମିତ ଚିହ୍ନଟ, ସୁନ୍ଦରଗଡ଼ରୁ ସର୍ବାଧିକ ୨୨୨ ଆକ୍ରାନ୍ତ

ଭୁବନେଶ୍ୱର(କେନ୍ୟୁଜ୍): ରାଜ୍ୟରେ ପୁଣି ହଜାରେ ଟପିଲା ସଂକ୍ରମଣ । ୨୪ ଘଣ୍ଟାରେ ରାଜ୍ୟରେ ୧ ହଜାର ୨୯ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କ୍ୱାରେଣ୍ଟିନରୁ ୬୦୨ ଓ ଲୋକାଲ କଣ୍ଟାକ୍ଟ କେସ୍‌ ୪୨୭ ରହିଛି । ୧୮ ବର୍ଷ ଭିତରେ ୧୭୫ ଜଣ ସଂକ୍ରମିତ ହୋଇଛନ୍ତି । ସୁନ୍ଦରଗଡ଼ରୁ ସର୍ବାଧିକ ୨୨୨…

ରାଜ୍ଯରେ ୨୪ ଘଣ୍ଟାରେ ୧୧ଶହ ୭୮ ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ ୨୫୨ ପଜିଟିଭ୍‌

ଭୁବନେଶ୍ୱର(କେନ୍ୟୁଜ୍): କାୟା ମେଲାଉଛି କରୋନା । ଲଗାତାର ୩ ଦିନ ଧରି ୧ହଜାର ଉପରେ ଦୈନିକ ସଂକ୍ରମଣ। ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୧୧ଶହ ୭୮ ଆକ୍ରାନ୍ତ । କ୍ୱାରେଣ୍ଟିନରୁ ୬୯୦ ଓ ଲୋକାଲ୍‌ କଣ୍ଟାକ୍ଟ କେସ୍‌ ରହିଛି ୪୮୮ । ୧୮ ବର୍ଷ ଭିତରେ ଆଉ ୧୪୬ ଜଣ ସଂକ୍ରମିତ ହୋଇଛନ୍ତି ।…

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୦୬୫ ଜଣ କରୋନା ପଜିଟିଭ ଚିହ୍ନଟ, ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୬୧ ସଂକ୍ରମିତ

ଭୁବନେଶ୍ୱର(କେନ୍ୟୁଜ୍): ଆଜି ବି ହଜାରେ ଉପରେ ଦୈନିକ କରୋନା ସଂକ୍ରମଣ।  ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୦୬୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୬୨୪ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୪୪୧ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି।…

ରାଜ୍ୟରେ ଗତ ୨୪ ଘଣ୍ଟାରେ ୮୦୪ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୦୭ ଆକ୍ରାନ୍ତ

ଭୁବନେଶ୍ୱର(କେନ୍ୟୁଜ୍) : ରାଜ୍ୟରେ ୧ହଜାର ମୁହାଁ ଦୈନିକ ସଂକ୍ରମଣ। ୮୦୦ ପାର୍‌ କଲା ଦୈନିକ ସଂକ୍ରମଣ। ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୮୦୪ ପଜିଟିଭ୍‌ । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୦୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କଟକରୁ ୧୧୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କ୍ୱାରେଣ୍ଟିନରୁ ୪୭୧…

ଆଜି ରାଜ୍ୟରେ ଗତ ୨୪ ଘଣ୍ଟାରେ ୩୪୬ କରୋନା ପଜିଟିଭ, ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୮୯ ଜଣ ଚିହ୍ନଟ

ଭୁବନେଶ୍ବର(କେନ୍ୟୁଜ୍): ଆଜି ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୪୬ ଜଣ କରୋନା ପଜିଟିଭ ଚିହ୍ନଟ । ଏମାନଙ୍କ ମଧ୍ୟରୁ ୨୦୨ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୧୪୪ ଜଣ  ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ୪୯ ଜଣ ୧୮ ବର୍ଷରୁ କମ୍ ବୟସର ରହିଛନ୍ତି। ଆଜି…

ରାଜ୍ୟରେ ଆଜି ୧୪୫ କରୋନା ପଜିଟିଭ୍ ଚିହ୍ନଟ, ୭ମୃତ

ଭୁବନେଶ୍ବର(କେନ୍ଯୁଜ୍): ରାଜ୍ୟରେ ଆଜି ୧୪୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। କ୍ୱାରେଣ୍ଟିନ୍ରୁ ୮୪ ଓ ଲୋକାଲ କଣ୍ଟା କେସ୍ ୬୧ ଚିହ୍ନଟ । ୧୮ ବର୍ଷରୁ କମ୍ ବର୍ଗର ୩୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୫ ହଜାର ୭୬୦କୁ ବୃଦ୍ଧି ପାଇଛି ।…

ରାଜ୍ୟରେ କମୁଛି ସଂକ୍ରମଣ: ଗତ ୨୪ ଘଣ୍ଟାରେ ୫୩୪ କୋଭିଡ ପଜିଟିଭ୍‌ ଚିହ୍ନଟ, ୧୮ମୃତ

ଭୁବନେଶ୍ବର(କେନ୍ଯୁଜ୍): ରାଜ୍ୟରେ କମୁଛି ସଂକ୍ରମଣ । ୨୪ ଘଣ୍ଟାରେ ୫୩୪ କୋଭିଡ ପଜିଟିଭ୍‌ ହୋଇଛନ୍ତି । ସଂକ୍ରମଣ ହାର ରହିଛି ୧.୦୫ ପ୍ରତିଶତ । ଖୋର୍ଦ୍ଧାରୁ ସର୍ବାଧିକ ୯୩ ନୂଆ କେସ୍‌ ରହିଛି । ସବୁ ଜିଲ୍ଲାରେ ୧୦୦ ତଳେ ରହିଛି ସଂକ୍ରମଣ । ଆଜି ଆଉ ୧୮ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ୨୪…

ରାଜ୍ୟରେ ୨୪ ଘଣ୍ଟାରେ ରାଜ୍ୟରେ ୧୫ ଶହ ୩୯ ପଜିଟିଭ୍‌ ଚିହ୍ନଟ, ୨୪ମୃତ

ଭୁବନେଶ୍ବର(କେନ୍ଯୁଜ୍): ରାଜ୍ୟରେ ୨୪ ଘଣ୍ଟାରେ ରାଜ୍ୟରେ ୧୫ ଶହ ୩୯ ପଜିଟିଭ୍‌ ଚିହ୍ନଟ । ଆଜି ମୋଟ ପଜିଟିଭ୍‌ ରେଟ୍‌ ରହିଛି ୨.୪୭ ପ୍ରତିଶତ । ଖୋର୍ଦ୍ଧାରୁ ସର୍ବାଧିକ ୨୨୩ ପଜିଟିଭ ଚିହ୍ନଟ ହେଇଛନ୍ତି । ଦିନକରେ ଆଉ ୨୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ମୃତକଙ୍କ ମଧ୍ୟରେ ଜଣେ…

ଆମ ରାଜ୍ୟରେ ଜାନୁଆରୀ ଶେଷ ସୁଦ୍ଧା ପିକ୍‌ ନେବ ଓମିକ୍ରନ୍‌! ସତର୍କ କରାଇଲେ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ବର(କେନ୍ଯୁଜ୍): ଦେଶରେ ସଂକ୍ରମଣ ବଢିବା ସହ ରାଜ୍ୟରେ ମଧ୍ୟ କରୋନା ସଂକ୍ରମଣ ବଢୁଛି। ମୁଖ୍ୟତଃ ରାଜ୍ୟର ୪ରୁ ୫ ଜିଲ୍ଲାରେ ଅଧିକ ସଂକ୍ରମଣ ରହୁଛି। ଏହା ସହ ସବୁ ଜିଲ୍ଲାରେ ଓମିକ୍ରନ୍‌ର ଉପସ୍ଥିତି ରହିଛି। ଦିଲ୍ଲୀ , ମହାରାଷ୍ଟ୍ରରେ କିଛି ବିଶେଷଜ୍ଞ କହିଛନ୍ତି ଜାନୁଆରୀ ୧୫ ସୁଦ୍ଧା…

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୨୪ ଜଣ କରୋନା ପଜିଟିଭ୍ ଚିହ୍ନଟ, ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୫୧ ଜଣ ଆକ୍ରାନ୍ତ

ଭୁବନେଶ୍ବର(କେନ୍ଯୁଜ୍): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୨୪ ଜଣ କରୋନା ପଜିଟିଭ୍ ଚିହ୍ନଟ । ଏମାନଙ୍କ ମଧ୍ୟରୁ ୨୪୬ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୧୭୮ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୪୭ ଜଣ ଶିଶୁ ଓ କିଶୋର…